Daily Archives

February 20, 2021

ଦେଶର ସର୍ବପୁରାତନ ଦଳକୁ ଘାରିଛି ପାଣ୍ଠି ଚିନ୍ତା । ନିଜ ଜାହାଜ ନିଜେ ବଂଚାଇବାକୁ ରାଜ୍ୟ ସଂଗଠନକୁ ସନ୍ଦେଶ ଦେଲା…

କନକ ବ୍ୟୁରୋ: କଂଗ୍ରେସକୁ ଘାରିଛି ପାଣ୍ଠି ଚିନ୍ତା । ୨୦୧୪ରେ କଂଗ୍ରେସ କ୍ଷମତାରୁ ଯିବା ପରଠାରୁ ଖାଲି ହେବାରେ ଲାଗିଛି ଏହାର ଦଳୀୟ ପାଣ୍ଠି । ସେଥିପାଇଁ ରାଜ୍ୟ ସଂଗଠନ ଗୁଡିକୁ ପାଣ୍ଠି ସଂଗ୍ରହ ପାଇଁ ସନ୍ଦେଶ ଦେଇଛି ଏଆଇସିସି । କୁହାଯାଉଛି, ସର୍ବ ଭାରତୀୟ କଂଗ୍ରେସ କମିଟିର ବୈଠକରେ ସଂଗଠନ…

ଧାନକିଣାରେ ଅନିୟମିତତା ଅଭିଯୋଗ: ୬ ଜଣ ପ୍ୟାକ୍ସ ସଂପାଦକ ଓ ଜଣେ କ୍ଲର୍କ ନିଲମ୍ବିତ । ୩ ଜଣ କାର୍ଯ୍ୟରୁ ବହିଷ୍କୃତ ।

କନକ ବ୍ୟୁରୋ: ପ୍ରାଥମିକ କୃଷି ସମବାୟ ସମିତିରେ ଧାନକିଣାରେ ଅନିୟମିତତା । କାର୍ଯ୍ୟରେ ଗୁରୁତର ଅବହେଳା ଓ ମାର୍ଗଦର୍ଶିକାର ଉଲ୍ଲଂଘନ ଅଭିଯୋଗରେ ବରଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନସ୍ଥ ପ୍ୟାକ୍ସର ୬ ଜଣ ସଂପାଦକ ଓ ଜଣେ କ୍ଲର୍କ ନିଲମ୍ବିତ । ତାଙ୍କ ସହିତ ୩ ଜଣ ଭାରପ୍ରାପ୍ତ…

ଇଂଲଣ୍ଡ ବିପକ୍ଷ ସିରିଜ୍ ପାଇଁ ଘୋଷଣା ହେଲା ଟିମ୍ ଇଣ୍ଡିଆ । ସୂର୍ଯ୍ୟ କୁମାର, ଇଶାନ କିଷାନ, ତେୱାତିଆଙ୍କୁ ସୁଯୋଗ ।

କନକ ବ୍ୟୁରୋ: ଭାରତ-ଇଂଲଣ୍ଡ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ବିସିସିଆଇ ଆଜି ଏହି ଟି-୨୦ ସିରିଜ୍ ପାଇଁ ଦଳ ଘୋଷଣା କରିଛି । ଏହି ଦଳରେ ଦ୍ରୁତ ବୋଲର ଭୁବନେଶ୍ୱର କୁମାର ଦଳକୁ କମବ୍ୟାକ୍ କରିଥିବାବେଳେ ସୂର୍ଯ୍ୟ କୁମାର ଯାଦବ, ରାହୁଲ ତେୱାତିଆ ଓ…

ପୁଣି ଦେଶରେ ଉପରମୁହାଁ କରୋନା ସଂକ୍ରମଣ । ଗତ ୨୭ ଦିନରେ ପ୍ରଥମ ଥର ପାଇଁ ଗୋଟିଏ ଦିନରେ ୧୪ ହଜାର ପାଖାପାଖି…

କନକ ବ୍ୟୁରୋ : ଦେଶର ୫ଟି ରାଜ୍ୟରେ ସଂକ୍ରମଣ ବଢୁଥିବା ବେଳେ କରୋନର ନୂଆ ନୂଆ ରୂପ ସାମ୍ନାକୁ ଆସିଛି । ମହାରାଷ୍ଟ୍ର, ପଂଜାବ, ମଧ୍ୟପ୍ରଦେଶ, କେରଳ ଓ ଛତିଶଗଡରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ବଢିଯାଇଛି ଚିନ୍ତା । ୨୭ଦିନ ପରେ ଦେଶରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ…

ସାମ୍ନାକୁ ଆସିଲା ଗତବର୍ଷ ଜୁନରେ ଗଲୱାନ ସଂଘର୍ଷର ନୂଆ ଭିଡ଼ିଓ । ଚୀନ ଗଣମାଧ୍ୟମରେ ସଇତାନ୍ ଷଡ଼ଯନ୍ତ୍ରର ସତ ।

କନକ ବ୍ୟୁରୋ : ଭାରତ ଓ ଚୀନ ସେନା ମଧ୍ୟରେ ଗଲୱାନ୍ ସଂଘର୍ଷକୁ ପ୍ରାୟ ୮ମାସ ବିତିଗଲାଣି । ପରସ୍ପରର ସହମତି ଭିତିରେ ପୂର୍ବ ଲଦାଖର ଏଲଏସି ନିକଟରୁ ଦୁଇ ଦେଶର ସେନା ପଛକୁ ହଟୁଛନ୍ତି । ଚୀନ ସେନା ଗଲୱାନ ଛାଡ଼ି ଚାଲିଯାଇଥିବା ବେଳେ ପେଙ୍ଗଙ୍ଗ ହ୍ରଦର ଫିଙ୍ଗର-୮ ପଛକୁ ହଟିଯାଇଛି । ଆଉ ଏହାରି…

ସ୍ୱାସ୍ଥ୍ୟ ବିଭାଗର ଚିଠି ପରେ ନିୟମ କଡାକଡି କଲା ଗଞ୍ଜାମ ଜିଲ୍ଲା ପ୍ରଶାସନ । ବଜାର, ଧର୍ମାନୁଷ୍ଠାନ ଉପରେ ସ୍ୱତନ୍ତ୍ର…

କନକ ବ୍ୟୁରୋ: ଓଡିଶା ସୀମାନ୍ତ କିଛି ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାବେଳେ ଏହାକୁ ଦେଖି ଏବେ ସତର୍କ ହେଉଛି ଓଡିଶା । ଗତକାଲି ସ୍ୱାସ୍ଥ୍ୟ ବିଭାଗର ଚିଠି ପରେ ଆଜି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଚିଠି ଲେଖି ତାଙ୍କ ଜିଲ୍ଲାରେ କୋଭିଡ୍ ଗାଇଡଲାଇନ୍ କଡାକଡି କରିବାକୁ ନିର୍ଦ୍ଦେଶ…