କରୋନା ସ୍ଥିତିର ସମୀକ୍ଷା ବେଳେ ପ୍ରଧାନମନ୍ତ୍ରୀଙ୍କ ବଡ ବୟାନ । ଦେଶରେ ବର୍ତ୍ତମାନ ସମ୍ପୂର୍ଣ୍ଣ ଲକଡାଉନ୍ ଜରୁରୀ ନୁହେଁ…
କନକ ବ୍ୟୁରୋ: ଦେଶରେ କରୋନା ସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୁଖ୍ୟମନ୍ତ୍ରୀଙ୍କ ସହ ଏହି ଆଲୋଚନା କାଳରେ ମୋଦୀ କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ସମ୍ପୂର୍ଣ୍ଣ ଲକଡାଉନ୍ ଜରୁରୀ ନୁହେଁ । ତା ସହ ଗୋଟିଏ ରାଜ୍ୟକୁ ସମ୍ପୂର୍ଣ୍ଣ ଟିକା ଦେବା ସମ୍ଭବ ନୁହେଁ…