Daily Archives

April 16, 2021

କୋର୍ଟରେ ହାଜର ହେଲା ଗ୍ୟାଙ୍ଗଷ୍ଟର ହାଇଦର । ୭ ଦିନ ରିମାଣ୍ଡ ନେବାକୁ ଆବେଦନ କଲା ପୋଲିସ । 

କନକ ବ୍ୟୁରୋ: କୋର୍ଟରେ ହାଜର ହେଲା ଗ୍ୟାଙ୍ଗଷ୍ଟର ସେକ ହାଇଦର । କୋର୍ଟରେ ହାଜର ହେବା ପରେ ହାଇଦରକୁ ୭ ଦିନ ରିମାଣ୍ଡରେ ନେବାକୁ ଆବେଦନ କଲା ପୋଲିସ । ହାଇଦରକୁ ରିମାଣ୍ଡରେ ନେଇ ଫେରାର ହେବାର ଗୁମର ଖୋଲିବ କମିଶନରେଟ ପୋଲିସ । ହାଇଦର କେମିତି ଫେରାର ହେଲା ତା ଏବେ ବି ସସପେନ୍ସ ରହିଛି ।…

ଚୂନମାଟି ଅତଡା ଖସି ୩ ଜଣଙ୍କ ମୃତ୍ୟୁ ଘଟଣା । ମୃତକଙ୍କ ପରିବାରକୁ ୫ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ…

କନକ ବ୍ୟୁରୋ: ପଟାଙ୍ଗୀ ପଡାଗୁଡା ନିକଟରେ ଚୂନମାଟି ଅତଡା ଖସି ୩ ଜଣଙ୍କ ମୃତ୍ୟୁ ଘଟଣା । ମୃତକଙ୍କ ପରିବାରକୁ ୫ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା । ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଘଟଣାରେ ଆହତଙ୍କ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ…

କୋଭିଡ ଟିକାର ଦ୍ୱିତୀୟ ଡୋଜ୍ ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭାକ୍ସିନ ଟିକାର ଦ୍ୱିତୀୟ ଡୋଜ୍ ନେଲେ ନବୀନ ।…

କନକ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେଲେ କରୋନା ଟିକା । କୋଭାକ୍ସିନ ଟିକାର ପ୍ରଥମ ଡୋଜ ନେବା ପରେ ଆଜି ଦ୍ୱିତୀୟ ଡୋଜ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମ ଟିକା ନେବାର ପ୍ରାୟ ମାସକ ପରେ ନବୀନ ଦ୍ୱିତୀୟ ଟିକା ନେଇଛନ୍ତି । ଗତ ମାର୍ଚ୍ଚ ୧ ତାରିଖରେ ସେ କୋଭିଡ ଭ୍ୟାକ୍ସିନର ପ୍ରଥମ…

ଭୁବନେଶ୍ୱରରେ ବଢୁଛି ଭୂତାଣୁ: ୩୧୧ କରୋନା ଆକ୍ରାନ୍ତ ଚିହ୍ନଟ । ସେପଟେ ସୁସ୍ଥ ହେଲେ ୧୨୪

କନକ ବ୍ୟୁରୋ: ରାଜଧାନୀ ଭୁବନେଶ୍ୱରରେ ବଢୁଛି କରୋନା ସଂକ୍ରମଣ । ଆଜି ପୁଣି ୩୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୬୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୪୫ ଜଣ ଲୋକାଲ କେସ ବୋଲି ଜଣାପଡିଛି ।…

ସୋମବାରଠୁ ରାଜ୍ୟରେ ସ୍ପୋର୍ଟସ ହଷ୍ଟେଲ ବନ୍ଦ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିଆଗଲା ନଷ୍ପତ୍ତି । 

କନକ ବ୍ୟୁରୋ: ଏପ୍ରିଲ ୧୯ରୁ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍ପୋର୍ଟସ ହଷ୍ଟେଲ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ପୋର୍ଟସ ହଷ୍ଟେଲ ବନ୍ଦ ନିଷ୍ପତ୍ତି ନିଆଯାଇଛି । କରୋନା ସ୍ଥିତି ନସୁଧୁରିବା ଯାଏଁ ସ୍ପୋର୍ଟସ ହଷ୍ଟେଲ ବନ୍ଦ ରହିବ । କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଏନେଇ ସୂଚନା…

ନାଲକୋକୁ ମିଳିଲା ଉତ୍କଳ-ଇ କୋଇଲା ଖଣି ଲିଜ୍, ବିଜ୍ଞପ୍ତି ପ୍ରକାଶ କଲେ ରାଜ୍ୟ ସରକାର । 

କନକ ବ୍ୟୁରୋ : ନାଲକୋକୁ ଉତ୍କଳ-ଇ କୋଇଲା ଖଣିର ଲିଜ ପ୍ରଦାନ କରିଛନ୍ତି ଓଡ଼ିଶା ସରକାର । ଏ ନେଇ ଗତ ୧୨ ତାରିଖରେ ଓଡ଼ିଶା ସରକାରଙ୍କ ଇସ୍ପାତ ଓ ଖଣି ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ପ୍ରାୟ ୫୨୩.୭୬ ହେକ୍ଟର ପରିମିତ ଅଞ୍ଚଳରେ ଅବସ୍ଥିତ ଏହି କୋଇଲା ବ୍ଲକ ଅନିଗୁଳ ଜିଲ୍ଲା…