ମହାମାରୀରେ ଔଷଧ ମାଫିଆ ସକ୍ରିୟ । ଉତରାଖଣ୍ଡରେ ନକଲି ରେମଡ଼ିସିଭିର କାରଖାନା ଉପରେ ଦିଲ୍ଳୀ କ୍ରାଇମବ୍ରାଂଚର ଚଢାଉ ।
କନକ ବ୍ୟୁରୋ: କରୋନା ମହାମାରୀ ସମୟରେ ବି ଜୀବନ ସହ ଚାଲିଛି ସାଂଘାତିକ ଖେଳ । କରୋନା ସଂକ୍ରମଣରେ ପ୍ରତିଦିନ ସାରାଦେଶରେ ହଜାର ହଜାର ଲୋକଙ୍କ ମୃତ୍ୟୁ ହେଉଥିବାବେଳେ, ଜୀବନରକ୍ଷାକାରୀ ଔଷଧ କରାଯାଉଛି ଜାଲି । ଅଧିକ ଲାଭର ଲୋଭରେ ସକ୍ରିୟ ହୋଇପଡିଛନ୍ତି ମେଡିସିନ ମାଫିଆ । ଏଭଳି ଏକ ସାଂଘାତିକ…