Daily Archives

May 21, 2021

ଆଜି ପୁଣି ୧୨ ହଜାର ଉପରେ ଚିହ୍ନଟ ହେଲେ କରୋନା ଆକ୍ରାନ୍ତ । ୨୭କୁ ବଢ଼ିଲା ମୃତ୍ୟୁ ସଂଖ୍ୟା । ସ୍ୱାସ୍ଥ୍ୟ ନିର୍ଦ୍ଦେଶକ…

କନକ ବ୍ୟୁରୋ: ଲକଡାଉନ କଟକଣା ସତ୍ୱେ ବି ରାଜ୍ୟରେ ସଂକ୍ରମଣ ଉପରେ ଲାଗୁନି ଲଗାମ । ଦିନକରେ ପୁଣି ରେଡର୍କ ସଂଖ୍ୟକ ୧୨ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ସର୍ବକାଳିନ ରେକର୍ଡ ଭାଙ୍ଗି ପ୍ରଥମ ଥର ପାଇଁ ରାଜ୍ୟରେ ୨୭ ଜଣଙ୍କର ମୃତ୍ୟୁ ହୋଇଛି । ତାରିଖ        ସଂକ୍ରମିତ…

ପାହାଡ଼ ଚଢ଼ିଗଲା ଭୂତାଣୁ, ନିୟମଗିରିରେ କାୟା ମେଲୁଛି କରୋନା । ଭୂତାଣୁ କବଳରେ ଡଙ୍ଗରିଆ କନ୍ଧ । ଗୋଟିଏ ଗାଁରେ ୪୬…

କନକ ବ୍ୟୁରୋ: ଯାହା ଆଶଙ୍କା କରାଯାଉଥିଲା ତାହା ସତ ହୋଇଛି । ରାୟଗଡା ଜିଲ୍ଲା ନିୟମଗିରୀ ଅଂଚଳରେ ରହୁଥିବା ଆଦିମ ଜନଜାତି ଡଙ୍ଗରିଆ କନ୍ଧଙ୍କ ମଧ୍ୟରେ ଦ୍ରୁତ ଗତିରେ ମାଡି ଚାଲିଛି ମହାମାରୀ କରୋନା । ଗୋଟିଏ ଗାଁରୁ କରାଯାଇଥିବା ୬୨ଟି ନମୁନାରୁ ୪୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

ରଥଖଳାରେ ହେବ ଜୈବ ବଳୟ । ଆଇପିଏଲ ଭଳି ରଥ ନିର୍ମାଣରେ ବ୍ୟବହାର ହେବ ‘ଜୈବବଳୟ’ ପ୍ରଣାଳୀ । ୮ ଜଣ ଭୋଇ ଓ ମହାରଣା…

କନକ ବ୍ୟୁରୋ: ପରମ୍ପରା ଅନୁସାରେ ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି ରଥ ନିର୍ମାଣ କାର୍ଯ୍ୟ । କିନ୍ତୁ ଏବେ ରଥନିର୍ମାଣ କାର୍ଯ୍ୟରେ ନିୟୋଜିତ ସେବକଙ୍କ ମଧ୍ୟରୁ ୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୩ ଜଣ ମହାରଣା ସେବାୟତ ଓ ୫ ଜଣ ଭୋଇ ସେବକ ସଂକ୍ରମିତ ହେବା ପରେ କେମିତି ରଥ ନିର୍ମାଣ…

ପ୍ରଦୀପ- ପାଠକ ପଜିଟିଭ । କରୋନାରେ ଆକ୍ରାନ୍ତ ହେଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ଅଭୟକାନ୍ତ ପାଠକ ।

କନକ ବ୍ୟୁରୋ: ଦୁର୍ନୀତି ଅଭିଯ଼ୋଗରେ ଝାରପଡ଼ା ଜେଲରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ଆଇଏଫଏସ ଅଧିକାରୀ ଅଭୟକାନ୍ତ ପାଠକ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯ଼ାଇଛି । ଉଭୟଙ୍କୁ ଝାରପଡ଼ା ଜେଲରେ ଆଇସୋଲେସନରେ ରଖାଯ଼ାଇଛି । ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ନଜର…

ସାମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକୁ ହାଇ ଆଲର୍ଟରେ ରଖିଲେ ରାଜ୍ୟ…

କନକ ବ୍ୟୁରୋ: ସାମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକୁ ହାଇ ଆଲର୍ଟରେ ରଖିଲେ ରାଜ୍ୟ ସରକାର । ବାତ୍ୟା ମୁକାବିଲା ପାଇଁ ସବୁ ପ୍ରସ୍ତୁତି କରିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆ ଯାଇଛି । ତେବେ ବାତ୍ୟା ପାଇଁ ସରକାର ସମ୍ପୂର୍ଣ୍ଣ…

ଭୁବନେଶ୍ୱରରେ ମାଡି ଚାଲିଛି ଭୂତାଣୁ । ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୧,୧୮୬ କରୋନା ଆକ୍ରାନ୍ତ । ସେପଟେ ସୁସ୍ଥ ହେଲେ…

କନକ ବ୍ୟୁରୋ: ଭୁବନେଶ୍ୱରକୁ ଡରାଉଛି କରୋନା ଭୂତାଣୁ । ଆଜି ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୧,୧୮୬ କରୋନା ଆକ୍ରାନ୍ତ । କ୍ୱାରାଣ୍ଟାଇନ ସେଣ୍ଟରୁ ୧୪୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୦୪୪ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…