ଜମ୍ମୁ-କାଶ୍ମୀରରେ ଶୀଘ୍ର ବିଧାନସଭା ନିର୍ବାଚନ ପାଇଁ ସରକାରଙ୍କ ପ୍ରସ୍ତୁତି । ୬ ଜୁଲାଇରୁ ୩ ଦିନିଆ ଜମ୍ମୁ-କାଶ୍ମୀର…
କନକ ବ୍ୟୁରୋ : ଜମ୍ମୁ-କାଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ର ସରକାର ଯୋଜନା ପ୍ରସ୍ତୁତି କରୁଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କ ସର୍ବଦଳୀୟ ବୈଠକ ପରେ ପରିସୀମନ ଆୟୋଗ ଜୁଲାଇ ୬ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଜମ୍ମୁ-କାଶ୍ମୀର ଗସ୍ତ କରିବେ । ଏନେଇ ସୂଚନା ଦେଇଛନ୍ତି ନିର୍ବାଚନ…