Daily Archives

July 20, 2021

ଧାଡି ପହଣ୍ଡିରେ ରଥାରୂଢ ହେଲେ ଶ୍ରୀଜିଉ : ସଅଳ ଚାଲିଛି ସମସ୍ତ ନୀତିକାନ୍ତି; ୧୨ଟା ପରିବର୍ତ୍ତେ ସକାଳ ୮ଟାରେ ଆରମ୍ଭ…

କନକ ବ୍ୟୁରୋ : ଆଜି କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ବାହୁଡା ଯାତ୍ରା । ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ବଡ଼ ଦେଉଳର ରତ୍ନଭଣ୍ଡାରର ଆକର୍ଷଣକୁ ତ୍ୟାଗ କରି ଚାଲି ଆସିଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ । ବଡ଼ଭାଇ ଶ୍ରୀବଳଦେବ, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଘେନି ସମସ୍ତ…

ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି : ଝୁଲି ଝୁଲି ରଥାରୁଢ଼ ହେବାପାଇଁ ପହଣ୍ଡିରେ ଭାବ ବିନୋଦିଆ କାଳିଆ ସାଆନ୍ତ

କନକ ବ୍ୟୁରୋ : ଆଜି ପବିତ୍ର ବାହୁଡ଼ା ଯାତ୍ରା । କାଳିଆ ଭାବରେ ବନ୍ଧା ଭକ୍ତ । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଗୁଣ୍ଡିଚା ମନ୍ଦିରରୁ ରଥାରୁଢ଼ ପାଇଁ ଅଣାଯିବା ପରେ ଭଉଣୀ ସୁଭଦ୍ରାଙ୍କୁ ଧାଡ଼ି…

ରାଜ୍ୟରେ ପୁଣି ୨ହଜାର ପାର କଲା ସଂକ୍ରମଣ : ୨୪ଘଣ୍ଟାରେ ୨୦୮୫ ନୂଆ ଆକ୍ରାନ୍ତ ଚିହ୍ନଟ, ୫୬ ମୃତ

କନକ ବ୍ୟୁରୋ : ରାଜ୍ୟରେ ପୁଣି ୨ହଜାର ପାର କଲା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୦୮୫ ଜଣ କରୋନା ପଜିଟିଭ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୧୧୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୮୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ…

ସୁଭଦ୍ରାଙ୍କ ପହଣ୍ଡି ଆରମ୍ଭ : ଧାଡି ପହଣ୍ଡିରେ ଆସିଲେ ହଦଳୀମୁହିଁ ଦେବୀ ସୁଭଦ୍ରା

କନକ ବ୍ୟୁରୋ : ଆଜି ପବିତ୍ର ବାହୁଡା ଯାତ୍ରା । ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ଆରମ୍ଭ । ଧାଡି ପହଁଣ୍ଡିରେ ଆସୁଛନ୍ତି ଦେବୀ ସୁଭଦ୍ରା । ଦେବଦଳନ ରଥରେ ବିଜେ କରିବେ ଦେବୀ ସୁଭଦ୍ରା । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ…

ପ୍ରଭୁ ଶ୍ରୀବଳଭଦ୍ରଙ୍କ ପହଣ୍ଡି : ଦିବ୍ୟ ଟାହିଆ ସୁଶୋଭିତ ହୋଇ ଝୁଲିଝୁଲି ଆସିଲେ ଭାଇ ବଳରାମ

କନକ ବ୍ୟୁରୋ : ଆଜି ପବିତ୍ର ବାହୁଡ଼ା ଯାତ୍ରା । ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡିପରେ ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଗୁଣ୍ଡିଚାଘରୁ ରଥାରୁଢ଼ ପାଇଁ…

ପବିତ୍ର ବାହୁଡା ଯାତ୍ରା : ସକାଳ ଧୂପ ପରେ ପହଣ୍ଡି ଆରମ୍ଭ; ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ନୀତି

କନକ ବ୍ୟୁରୋ : ଆଜି ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରା । ଶ୍ରୀଗୁଣ୍ଡିଚା ମନ୍ଦିରରେ ନବ ଦିନାତ୍ମକଯାତ୍ରା , ଲୀଳାଖେଳା ସାରି ଆଜି ପୁଣି ନୀଳକନ୍ଦରକୁ ବାହୁଡି ଯିବେ ଚତୁର୍ଦ୍ଧାମୂର୍ତି । ତେବେ କରୋନା ମହାମାରୀ ପାଇଁ ଚଳିତ ବର୍ଷ ବିନା ଭକ୍ତରେ ପାଳିତ ହେଉଛି ମହାପ୍ରଭୁଙ୍କ ବିଶ୍ୱ…