ଦ୍ୱିତୀୟ ଲହର ତୁଳନାରେ ତୃତୀୟ ଲହରରେ ଆକ୍ରାନ୍ତ ଅଧିକ, ହେଲେ ମୃତ୍ୟୁ ସଂଖ୍ୟା କମ୍ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ…
କନକ ବ୍ୟୁରୋ: ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ଆଶ୍ୱସ୍ତି କଲା ଭଳି ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ସଂକ୍ରମଣ ବଢିଥିଲେ ସୁଦ୍ଧା ଦ୍ୱିତୀୟ ଲହର ଅପେକ୍ଷା ତୃତୀୟ ଲହରରେ ମୃତ୍ୟୁ ସଂଖ୍ୟା କମ ରହିଛି ଏବଂ ହସ୍ପିଟାଲରେ ଶଯ୍ୟା ଖାଲି ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ…