ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ: କଡା ସୁରକ୍ଷା ବଳୟରେ ହେଲା ଦର୍ଶନ ବ୍ୟବସ୍ଥା
କନକ ବ୍ୟୁରୋ: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । କଡା ସୁରକ୍ଷାବଳୟରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦରେଶନ କରିଛନ୍ତି । ଶ୍ରୀଜିଉଙ୍କୁ ଦର୍ଶନ ପରେ ମନ୍ଦିର ବାହାରକୁ ଆସିଛନ୍ତି ରାଷ୍ଟ୍ରପତି । ଆଜି ପୁରୀରେ ପହଞ୍ଚିଛନ୍ତି ରାଷ୍ଟ୍ରପତି…