ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିରୋଧୀଙ୍କ ହେବ ମେଳି: ବିରୋଧୀଙ୍କୁ ନେଇ ବୈଠକ କରିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ
କନକ ବ୍ୟୁରୋ: ଆସନ୍ତା ମାସରେ ଅନୁଷ୍ଠିତ ହେବ ରାଷ୍ଟ୍ରପତି ନିର୍ବାଚନ । ଏହି ନିର୍ବାଚନରେ ବିଜେପିକୁ ଚକମା ଦେବାକୁ ଉଦ୍ୟମ ଆରମ୍ଭ କରିଛନ୍ତି ବିରୋଧୀ । ବିଜେପି ବିରୋଧରେ ରଣନୀତି ପ୍ରସ୍ତୁତ କରିବା ପାଇଁ ଜୁନ ୧୫ରେ ବିରୋଧୀଦଳମାନଙ୍କ ବୈଠକ ଡାକିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା…