ପ୍ରଣବ ପ୍ରକାଶ ହେଲେ କ୍ରିକେଟ ପ୍ରଶାସକ: ଓସିଏ ସଭାପତି ଭାବେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ
କନକ ବ୍ୟୁରୋ: ଓଡିଶା କ୍ରିକେଟ ଆସୋସିଏସନ ନିର୍ବାଚନକୁ ନେଇ ଚର୍ଚ୍ଚା ଭିତରେ ନାମାଙ୍କନ ଦାଖଲ କରିଛନ୍ତି ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । ଓସିଏ ସଭାପତି ପଦ ପାଇଁ ସେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।
ନାମାଙ୍କନ ଦାଖଲ ପାଇଁ ଗୋଟିଏ ଦିନ ରହିଥିବା ବେଳେ ଅନ୍ୟ କେହି…