Daily Archives

December 7, 2023

ପିଓକେ ପ୍ରସଙ୍ଗରେ ପୁଣି ବିଜେପି-କଂଗ୍ରେସ ମୁହାଁମୁହିଁ । ନେହେରୁଙ୍କ ଉପରେ ଅମିତ ଶାହାଙ୍କ ଟିପ୍ପଣୀକୁ ନେଇ କଂଗ୍ରେସ…

କନକ ବ୍ୟୁରୋ : ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଜବାହାରଲାଲ ନେହରୁଙ୍କୁ ଉପରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଛି । ବୁଧବାର ଲୋକସଭାରେ ଅମିତ ଶାହା ଜମ୍ମୁକାଶ୍ମୀର ସଂରକ୍ଷଣ ବିଲ ୨୦୨୩ ଓ ଜମ୍ମୁକଶ୍ମୀର ପୁର୍ନଗଠନ ସଂଶୋଧନ ବିଲ ୨୦୨୩ ଉପରେ ବୟାନ ଦେବା ସମୟରେ…

ଚର୍ଚ୍ଚାରେ ଶର୍ମିଷ୍ଠା ମୁଖାର୍ଜୀଙ୍କ ଲିଖିତ ପୁସ୍ତକ ପ୍ରଣବ ମାଇ ଫାଦର । କ’ଣ ଥିଲା ରାହୁଲଙ୍କ ପ୍ରତି ପ୍ରଣବ…

କନକ ବ୍ୟୁରୋ : ପୂର୍ବତନ ରାଷ୍ଟ୍ରପତି ଦିବଂଗତ ପ୍ରଣବ ମୁଖାର୍ଜୀଙ୍କ ଝିଅ ତଥା କଂଗ୍ରେସର ପୂର୍ବତନ ମୁଖପାତ୍ର ଶର୍ମିଷ୍ଠା ମୁଖାର୍ଜୀଙ୍କ ପୁସ୍ତକ ପ୍ରଣବ ମାଇ ଫାଦରକୁ-ଏ-ଡଟର ରିମ୍ବେରର୍ସକୁ ନେଇ ଜୋର ଧରିଛି ଚର୍ଚ୍ଚା । ଏହି ପୁସ୍ତକରେ ପ୍ରଣବ ମୁଖାର୍ଜୀ ଓ ଗାନ୍ଧୀ ପରିବାର ସଦସ୍ୟ ଓ ସେମାନଙ୍କ…

ତେଲେଙ୍ଗାନାରେ ରେବନ୍ତଙ୍କ ରାଜୁତି ଆରମ୍ଭ । ବାହୁବଳୀ ଶୈଳୀରେ ଶପଥ ପାଠ କରି ଚର୍ଚ୍ଚାରେ ନୂଆ ମୁଖ୍ୟମନ୍ତ୍ରୀ

କନକ ବ୍ୟୁରୋ : ନିଆରା ଅନ୍ଦାଜରେ ଶପଥପାଠ ସହ ତେଲେଙ୍ଗାନାରେ ଆରମ୍ଭ ହୋଇଛି ରେବନ୍ତ ରାଜ୍ । ଦେଶର ସର୍ବକନିଷ୍ଠ ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି କଂଗ୍ରେସ ଶାସନ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ବେଳେ ଦମଦାର ଅନ୍ଦାଜରେ ଶପଥ ପାଠ କରିଛନ୍ତି ରେବନ୍ତ ରେଡ୍ଡୀ । ବାହୁବଳୀ ଫିଲ୍ମ ସମସ୍ତଙ୍କର…

ତେଜୁଛି ନୂଆ ଜିଲ୍ଲା ଦାବି: ପଦ୍ମପୁର ଜିଲ୍ଲା ଗଠନ ପାଇଁ ପ୍ରକ୍ର୍ରିୟା ଆରମ୍ଭ ପରେ ଆଠଗଡ଼ ଓ ଟିଟିଲାଗଡ଼ ଉପଖଣ୍ଡକୁ…

କନକ ବ୍ୟୁରୋ: ପଦ୍ମପୁରକୁ ନୂଆ ଜିଲ୍ଲା ମାନ୍ୟତା ଦେବାକୁ ପ୍ରକ୍ରିୟା ଆରମ୍ଭ ହେବା ପରେ ଅନ୍ୟ ଅଂଚଳରେ ତେଜିଲା ନୂଆ ଜିଲ୍ଲା ଦାବି । ଆଠଗଡ଼ ଏବଂ ଟିଟିଲାଗଡ଼ ଉପଖଣ୍ଡକୁ ଜିଲ୍ଳା ମାନ୍ୟତା ଦାବି କରିଛନ୍ତି ସ୍ଥାନୀୟ କ୍ରିୟାନୁଷ୍ଠାନ କମିଟି । ଆଉ ଏହା ସରକାରଙ୍କ ମୁଣ୍ଡବ୍ୟଥା ବଢାଇପାରେ ବୋଲି…

୨୦୨୪ ବିଜୟ ପାଇଁ ବିଜେପିକୁ ଗୁରୁମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ । ସଂସଦୀୟ ବୋର୍ଡ ବୈଠକରେ ଜନସଂପର୍କ ବୃଦ୍ଧି ଓ ଭାରତ…

କନକ ବ୍ୟୁରୋ : ବିଜେପିର ସଂସଦୀୟ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ ପହଂଚିବା ପରେ ତାଙ୍କୁ ଦଳର ସାଂସଦମାନେ ଅଭିନନ୍ଦନ ଜଣାଇଥିଲେ । ଏହି ସମୟରେ ବୈଠକ ସ୍ଥଳ ମୋଦୀ ଜୀ ସ୍ୱାଗତ ହୈରେ ପ୍ରକମ୍ପିତ ହୋଇଥିଲା । ତେବେ ବେଶ ରୋଚକ ଥିଲା ସେହି ଦୃଶ୍ୟ ଯେଉଁଠି ମୋଦୀ…

ବେକାରି ତଥ୍ୟ ଦେଲେ କେନ୍ଦ୍ର ସରକାର: ଭାରତ ତୁଳନାରେ ଓଡିଶାର ବେକାରି ହାର ଅଧିକ

କନକ ବ୍ୟୁରୋ: ଭାରତ ତୁଳନାରେ ଓଡିଶାରେ ବେକାରି ହାର ଅଧିକ । ଦେଶରେ ଏହି ହାର ୩.୨ ପ୍ରତିଶତ ଥିବା ବେଳେ ଓଡିଶାରେ ରହିଛି ୩.୯ ପ୍ରତିଶତ । କେନ୍ଦ୍ର ସରକାରଙ୍କ ଏହି ତଥ୍ୟ ପରେ ତେଜିଛି ରାଜନୀତି । କଂଗ୍ରେସ ଓ ବିଜେପି ଏହାକୁ ନେଇ ବିଜେଡିକୁ ଘେରିଛନ୍ତି । ପ୍ରତିକ୍ରିୟାରେ ବିଜେଡି କହିଛି…