Monthly Archives

December 2023

ଗଞ୍ଜାମ ସୀମାନ୍ତ ତପ୍ତପାଣି ଘାଟିରେ ଓଲଟିଲା ପର୍ଯ୍ୟଟକ ବସ୍ । ୬ ଗୁରୁତର

କନକ ବ୍ୟୁରୋ : ଗଞ୍ଜାମ ଓ ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ଓଲଟିଛି ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ବସ୍ । ଦୁର୍ଘଟଣାରେ ୪୦ ଯାତ୍ରୀ ଆହତ ଓ ୬ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ, ବର୍ଷର ଶେଷ ଦିନରେ ଯାଜପୁର ଦଶରଥପୁର ପଟନ୍ନା ଗାଁରୁ ୬୦ରୁ ଅଧିକ ଯାତ୍ରୀ ଗଜପତି ଜିଲ୍ଲା…

ଦିଗପହଣ୍ଡି ତପ୍ତପାଣି ଘାଟିରେ ଓଲଟିଲା ପର୍ଯ୍ୟଟକ ବସ୍ । ୬ ଜଣ ଗୁରୁତର

କନକ ବ୍ୟୁରୋ : ନୂଆବର୍ଷ ପାଇଁ ପିକନିକ୍ ଆସୁଥିବା ବେଳେ ଦିଗପହଣ୍ଡି ତପ୍ତପାଣି ଘାଟିରେ ଏକ ପର୍ଯ୍ୟଟକ୍ ବସ୍ ଓଲଟି ପଡିଛି । ଏହି ଦୁର୍ଘଟଣାରେ ୬ ଜଣ ଗୁରୁତର ହୋଇଛନ୍ତି । ବସଟି ଘାଟି ଉପରୁ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଏହି ବସରେ କିଛି ଲୋକ ପିକନିକ ପାଇଁ ଯାଜପୁରରୁ ତପ୍ତପାଣି ଆସିଥିଲେ…

ସୁରକ୍ଷା ମାଗୁଛି ରାଇବଣିଆ ଦୁର୍ଗ । ପ୍ରାଚୀନ ଦୁର୍ଗର ବିକାଶ ପାଇଁ ଅଂଟା ଭିଡିଛି ରାଜ୍ୟ ପର୍ଯ୍ୟଟନ ବିଭାଗ

କନକ ବ୍ୟୁରୋ : ବାଲେଶ୍ୱର ଜିଲ୍ଲାର ସଦର ମହକୁମା ଠାରୁ ୬୫ କିଲୋମିଟର ଏବଂ ଜଳେଶ୍ୱର ମୁଖ୍ୟାଳୟ ଠାରୁ ୧୪ କିଲୋମିଟର ଦୁରରେ ରହିଛି ଐତିିହାସିହ ରାଇବଣିଆ ଦୁର୍ଗ । କଟକର ବାରବାଟି ଦୁର୍ଗ ଠାରୁ ବଡ ଦୁର୍ଗରେ ପର୍ଯ୍ୟଟକଙ୍କ ଭିଡ ଜମୁଛି । ମହାଭାରତରେ ବର୍ଣ୍ଣିତ ଏହି ଗଡରେ ପଂଚୁ ପାଣ୍ଡବ ଅଜ୍ଞାତ…

ରାତି ଗୋଟାଏରୁ ଆରମ୍ଭ ହେବ ଜଗା ଦର୍ଶନ । ନୂଆବର୍ଷରେ ହେବ ଲକ୍ଷାଧିକ ଭକ୍ତଙ୍କ ସମାଗମ

କନକ ବ୍ୟୁରୋ : ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ଗହଳି ଲାଗିବ । ଏଥିପାଇଁ ଆଜି ରାତି ଗୋଟାଏରୁ ମହାପ୍ରଭୁଙ୍କ ଦ୍ୱାରଫିଟା ନୀତି ହେବ । ଗୋଟାଏରୁ ଚତୁର୍ଦ୍ଧାମୂର୍ତିଙ୍କ ଦର୍ଶନ କରିବେ ଭକ୍ତ । ନୂଆବର୍ଷରେ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏପରି…

ରାତି ପାହିଲେ ବଦଳିଯିବ କ୍ୟାଲେଣ୍ଡର ପୃଷ୍ଠା । ନୂଆବର୍ଷ ସେଲିବ୍ରେସନ ପାଇଁ ବିଭିନ୍ନ ସ୍ଥାନରେ ପ୍ରସ୍ତୁତି,…

କନକ ବ୍ୟୁରୋ : ବାଲେଶ୍ୱର ନୀଳଗିରିରେ ଲୋକଙ୍କ ଗହଳି । ପଂଚଲିଙ୍ଗେଶ୍ୱରଙ୍କ ଦର୍ଶନ ପାଇଁ କାହିଁ କେତେ ଦୂରରୁ ଆସୁଛନ୍ତି ପର୍ଯ୍ୟଟକ । ଶୀତର କଅଁଳ ସ୍ପର୍ଶ ସାଙ୍ଗକୁ ପ୍ରାକୃତିକ ପରିବେଶର ମନୋରମ ଦୃଶ୍ୟ ଏଠାରେ ପର୍ଯ୍ୟଟକଙ୍କୁ ବାନ୍ଧି ରଖେ । କିଏ ପରିବାର ସହ ଅନ୍ୟ କିଏ ବନ୍ଧୁ ସହ ଏଠାକୁ…

ଓଡ଼ିଶା ପୁଲିସର ନୂଆ ଡିଜିପି । ପୁଲିସ ମୁଖ୍ୟାଳୟରେ ଇନଚାର୍ଜ ଡିଜିପି ଭାବେ ଦାୟିତ୍ୱ ନେଲେ ଅରୁଣ ଷଡଙ୍ଗୀ

କନକ ବ୍ୟୁରୋ : ଓଡ଼ିଶା ପୁଲିସର ନୂଆ ଡିଜିପି ଭାବେ ଦାୟିତ୍ୱ ନେଇଛନ୍ତି ଅରୁଣ ଷଡଙ୍ଗୀ । ଆଜି ସରୁଛି ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଙ୍କ କାର୍ଯ୍ୟକାଳ । ପୁଲିସ ମୁଖ୍ୟାଳୟରେ ଇନଚାର୍ଜ ଡିଜିପି ଭାବେ ଅରୁଣ ଷଡଙ୍ଗୀଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ସୁନୀଲ ବଂଶଲ । ଅରୁଣ ଷଡଙ୍ଗୀ…