Daily Archives

January 23, 2024

ଉଚିତ ବ୍ୟବହାର ପାଇଁ ସେବାୟତଙ୍କୁ ନିର୍ଦ୍ଦେଶ: ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତିକୁ ଭକ୍ତଙ୍କ ସ୍ୱାଗତ

କନକ ବ୍ୟୁରୋ: ନୂଆବର୍ଷରେ ନୂଆରୂପରେ ଶ୍ରୀକ୍ଷେତ୍ର । ଭକ୍ତଙ୍କ ପାଇଁ ଡ୍ରେସ କୋର୍ଡ ଲାଗୁ ହୋଇଛି । ପରିକ୍ରମା ପ୍ରକଳ୍ପ ଦେଖିବ ପାଇଁ ଭକ୍ତଙ୍କ ସୁଅ ଛୁଟିଛି । ଏହି ସମୟରେ ସେବାୟତ ଠିକ ଉଚ୍ଚାରଣ ଓ ଆଚରଣ ଦେଖାଇବାକୁ ସମସ୍ତ ନିଯୋଗକୁ ଚିଠି କରିଛି ଶ୍ରୀମନ୍ଦିର ପ୍ରଶାସନ । ଭକ୍ତ ଏହାକୁ…

ୟୁଜିସି ନିୟମ ମାନୁନାହାନ୍ତି ବିଶ୍ୱବିଦ୍ୟାଳୟ: ଖିଲାପ ତାଲିକାରେ ଉତ୍କଳ ସମେତ ୧୧ ବିଶ୍ୱବିଦ୍ୟାଳୟ

କନକ ବ୍ୟୁରୋ: ୟୁଜିସି ନିର୍ଦ୍ଦେଶକୁ ମାନୁନାହାନ୍ତି ବିଶ୍ୱବିଦ୍ୟାଳୟ । ବାରମ୍ବାର ତାଗିଦ ସତ୍ୱେ ଦେଶର ଅନେକ ବିଶ୍ୱବିଦ୍ୟାଳୟ ଲୋକପାଳ ନିଯୁକ୍ତ କରୁନାହାନ୍ତି । ୟୁଜିସି ଜାରି କରିଥିବା ପବ୍ଲିକ ନୋଟିସରୁ ଏହି କଥା ସାମ୍ନାକୁ ଆସିଛି । ୟୁଜିସି ତାଲିକାରେ ରାଜ୍ୟର ଉକ୍ରଳ ବିଶ୍ୱବିଦ୍ୟାଳୟ…

ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସର ଘର ସଜଡ଼ା: ୩ ନେତାଙ୍କ ଉପରୁ ହଟିଲା ନିଲମ୍ବନ, ବହିଷ୍କାର

କନକ ବ୍ୟୁରୋ: ବଳ ଗୋଟାଉଛି କଂଗ୍ରେସ । ଦଳକୁ ଫେରିଛନ୍ତି ମହମ୍ମଦ ମୋକିମ୍, ଚିରଞ୍ଜୀବ ବିଶ୍ୱାଳ ଓ କୃଷ୍ଣଚନ୍ଦ୍ର ସଗରିଆ । ଦୀର୍ଘଦିନ ଧରି ଦଳରୁ ନିଲମ୍ବିତ ହୋଇ ରହିବା ପରେ ମହମ୍ମଦ ମୋକିମ ଓ ଚିରଞ୍ଜିବ ବିଶ୍ୱାଳ ଉପରୁ ନିଲମ୍ବନ ଆଦେଶ ହଟାଇଛି କଂଗ୍ରେସ । ନିଲମ୍ବନ ପ୍ରତ୍ୟାହାର ନେଇ…

ଆରମ୍ଭ ହେଲା ବିଜେଡିର ପରିବାର ସମ୍ପର୍କ ଅଭିଯାନ: ଘରେ ଘରେ ଶଙ୍ଖ ଷ୍ଟିକର ମାରିଲେ ବିଜେଡି ନେତା

କନକ ବ୍ୟୁରୋ: ନିର୍ବାଚନ ପାଖେଇ ଆସୁଛନ୍ତି । ଆଉ ଭୋଟରଙ୍କ ପାଖରେ ପଂହଚିବା ପାଇଁ କସରତ ଆରମ୍ଭ କରିଛନ୍ତି ରାଜନୈତିକ ଦଳ । ବିଜେଡି ଆଜିଠାରୁ ରାଜ୍ୟରେ ଆରମ୍ଭ କରିଛି ପରିବାର ସମ୍ପର୍କ ଯାତ୍ରା । ନେତା ଓ କର୍ମୀ ଘରକୁ ଘର ବୁଲିଛନ୍ତି ଓ ଶଙ୍ଖ ଷ୍ଟିକର ମାରିଛନ୍ତି । ପାଖେଇ ଆସୁଛି ନିର୍ବାଚନ…

ରାଜନୀତିରେ ‘ରାମ’! ରାମରାଜ୍ୟର କଥା ଉଠାଇଲା ବିଜେପି, କଟାକ୍ଷ କଲେ ଉଭୟ ବିଜେଡି ଓ କଂଗ୍ରେସ

କନକ ବ୍ୟୁରୋ: ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ପରେ ରାମ ଓ ରାମରାଜ୍ୟ ପ୍ରସଙ୍ଗ ଉଠାଇଛି ବିଜେପି । ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର କହିଛନ୍ତି, ଦେଶରେ ମୋଦି ରାମରାଜ୍ୟ ପ୍ରତିଷ୍ଠା କରିଛନ୍ତି । ଆଉ ଆଗକୁ ଓଡିଶାରେ ବି ରାମରାଜ୍ୟ ପ୍ରତିଷ୍ଠା ହେବାକୁ ଯାଉଛି । ଆଉ ରାଜ୍ୟ…

୨୯ରୁ ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ଡାକରା । ଦାବି ପୂରଣ ନହେଲେ ପୁଣି ଗର୍ଜିବ ସଂଘ ।

କନକ ବ୍ୟୁରୋ: ପୁଣିଥରେ ଆନ୍ଦୋଳନର ଡାକରା ଦେଲା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ । ଦାବି ପୁରା ନହେଲେ ଆସନ୍ତା ଜାନୁୟାରୀ ୨୯ ରେ ସାରା ରାଜ୍ୟର ପ୍ରାୟ ଦେଢ଼ ଲକ୍ଷ ଶିକ୍ଷକ ଆନ୍ଦୋଳନ କୁ ଓହ୍ଲାଇବେ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର…