Daily Archives

May 13, 2024

ଗ୍ରାମ୍ୟ ଜଙ୍ଗଲ ଅଧିକାର କମିଟି ଗଠନ ଦାବିରେ ଭୋଟ ବର୍ଜନ ନିଷ୍ପତି । ସେପଟେ କଳାହାଣ୍ଡି କୋକସରାରେ ନିଜ ଗାଁରେ ବୁଥ୍…

କନକବ୍ୟୁରୋ: ନିଜ ଗାଁରେ ବୁଥ୍ ନଥିବାରୁ ଭୋଟ ବର୍ଜନ କଲେ ଗ୍ରାମବାସୀ । ଗାଁରେ ବ୍ୟାନର- ପୋଷ୍ଟର ଲଗାଇ ମତଦାନରୁ ଦୂରେଇ ରହିଲେ ୩୦୬ ଭୋଟର । କଳାହାଣ୍ଡି ଜିଲ୍ଲା ଧର୍ମଗଡ ନିର୍ବାଚନ ମଣ୍ଡଳି ଅନ୍ତର୍ଗତ କୋକସରା ବ୍ଲକ ଗମ୍ଭାରୀଗୁଡା ପଂଚାୟତ ସର୍ଲିଗୁଡା ୧ ନମ୍ବର ୱାର୍ଡର ଭୋଟର । ସାରା…

ଭୋଟ୍ ଦେଉଛି ଓଡିଶା, ନେତା ବାଛୁଛନ୍ତି ଜନତା । ଅପରାହ୍ଣ ୩ଟା ସୁଦ୍ଧା ୫୨.୯୧ ପ୍ରତିଶତ ମତଦାନ । ନୂଆପଡାରେ ସର୍ବାଧିକ…

କନକବ୍ୟୁରୋ: ରାଜ୍ୟରେ ଚାଲିଛି ପ୍ରଥମ ପ୍ରର୍ଯ୍ୟାୟ ମତଦାନ । ଭୋଟ ଦେଇ ନେତା ବାଛୁଛନ୍ତି ଜନତା । ଅପରାହ୍ଣ ୩ଟା ସୁଦ୍ଧା ୫୨.୯୧ ପ୍ରତିଶତ ମତଦାନ ହୋଇଛି । ନୂଆପଡାରେ ସର୍ବାଧିକ ୫୮.୨୫ ପ୍ରତିଶତ ଭୋଟିଂ ହୋଇଥିବା ସୂଚନା ମିଳିଛି । କଳାହାଣ୍ଡିରେ ୫୭.୯୧ ପ୍ରତିଶତ, ନବରଙ୍ଗପୁରରେ ୫୬.୭୬…

ଗଞ୍ଜାମର ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ନିର୍ଦ୍ଦେଶ: କାର୍ଯ୍ୟରେ ଗୁରୁତର ଅବହେଳା ଯୋଗୁଁ କାର୍ଯ୍ୟାନୁଷ୍ଠାନ

କନକ ବ୍ୟୁରୋ: ଗଞ୍ଜାମର ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ନିର୍ଦ୍ଦେଶ । ଗଞ୍ଜାମ ଜିଲ୍ଲାପାଳଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଲେ ସିଇଓ । ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କୁ ଗିରଫ କରାଯିବ । ଛତ୍ରପୁର ୨୭ ନମ୍ବର ବୁଥ ପ୍ରିଜାଇଡିଂ ଅଫିସର ଗିରଫ ହେବେ । ୧୬୩ ନମ୍ବର ପୁଲିଂ ଷ୍ଟେସନର ପ୍ରିଜାଇଡିଂ…

ବିଜେପିକୁ ପାଣ୍ଡିଆନଙ୍କ ଟାର୍ଗେଟ: କହିଲେ, ବିରୋଧୀ କ୍ଷମତାକୁ ଆସିଲେ ମିଶନ ଶକ୍ତି ବନ୍ଦ କରିଦେବ, ମା’ମାନଙ୍କୁ ପୁଣି…

କନକ ବ୍ୟୁରୋ: ହିନ୍ଦୋଳ, କାମାକ୍ଷନଗର ପରେ ଏବେ ପରଜଙ୍ଗରେ ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ୍ । ବିଜେଡି ପ୍ରାର୍ଥିଙ୍କ ପାଇଁ ପ୍ରଚାର କରିଛନ୍ତି ପାଣ୍ଡିଆନ୍ । ପ୍ରଚାର ଭିତରେ ସେ ବିଜେପି କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି । ଆଉ କହିଛନ୍ତି, ବିଜେପି ଯଦି କ୍ଷମତାକୁ ଆସିଲା ତେବେ…

ଖୁବଶୀଘ୍ର ବିବାହ କରିବାକୁ ପଡିବ… ଜାଣନ୍ତୁ ରାୟବରେଲିରେ କାହିଁକି ଏମିତି କହିଲେ ରାହୁଲ ଗାନ୍ଧୀ ।

କନକ ବ୍ୟୁରୋ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାୟବରେଲିରେ ପହଞ୍ଚିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରିଛନ୍ତି । ଜନସଭାକୁ ସମ୍ବୋଧନ କରିବା ପରେ ରାୟବରେଲିରେ ଭିନ୍ନ ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା । ରାହୁଲଙ୍କ ସମ୍ବୋଧନ ପରେ ଜନସଭା ଭିତରୁ କିଛି ଲୋକ ପ୍ରଶ୍ନ ପଚାରିବା…

ଭୋଟ ଦେଉଛି ଓଡିଶା । କୋଟିଆରେ ରେକର୍ଡ ସଂଖ୍ୟକ ଭୋଟିଂ । ବ୍ରହ୍ମପୁରରେ ସବୁଠାରୁ କମ୍ ମତଦାନ ।

କନକବ୍ୟୁରୋ: ଲୋକସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ଆଜି ୯ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଂଚଳର ୯୬ଟି ଆସନରେ ଅନୁଷ୍ଠିତ ହେଉଛି ନିର୍ବାଚନ । ଏହି ପର୍ଯ୍ୟାୟରେ ମୋଟ୍ ୧୭୧୭ ଜଣ ପ୍ରାର୍ଥୀ ମୈଦାନକୁ ଓହ୍ଲାଇଛନ୍ତି । ସେପଟେ କୋଟିଆରେ ରେକର୍ଡ ସଂଖ୍ୟକ ମତଦାନ । କୋଟିଆ ପଂଚାୟତର ୯ଟି ବୁଥ…