Daily Archives

May 25, 2024

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଲେ, ମହାପ୍ରଭୁ ଓ ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ସ୍ଥିର ସରକାର ଗଢିବ…

କନକ ବ୍ୟୁରୋ : ମତଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱରର ୧୧୪ ନମ୍ବର ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ନିବାସରୁ ଚାଲି ଚାଲି ଆସି ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ ଭୋଟ ଦେଇଛନ୍ତି ନବୀନ । #WATCH |…

ପୋଲିଂ କେନ୍ଦ୍ରକୁ ମୋବାଇଲ ମନା । ଉଭୟ ଅଧିକାରୀ ଓ ଭୋଟରଙ୍କୁ ମୋବାଇଲ ନନେବାକୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅପିଲ ।

କନକ ବ୍ୟୁରୋ: ଆଜି ରାଜ୍ୟ ଦେଉଛି ତୃତୀୟ ପର୍ଯ୍ୟାୟ ମତଦାନ । ଭୋଟରଙ୍କ ମଧ୍ୟରେ ଦେଖାଦେଇଛି ଉତ୍ସୁକତା । ସକାଳୁ ସକାଳୁ ସବୁ ବୁଥରେ ଦେଖିବାକୁ ମିଳୁଛି ପ୍ରବଳ ଭିଡ । ଏହା ଭିତରେ କିଛି ବୁଥରେ ଭୋଟର ମୋବାଇଲ ନେଇଯାଉଥିବା ଦେଖିବାକୁ ମିଳିଥିବାବେଳେ ଏପରି ନକରିବାକୁ ଉଭୟ ଭୋଟର ଓ ଅଧିକାରୀଙ୍କୁ…

ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହେଲେ ରାଷ୍ଟ୍ରପତି । ନୂଆଦିଲ୍ଲୀରେ ଭୋଟ ଦେଲେ ଦ୍ରୌପଦୀ ମୁର୍ମୁ । 

କନକ ବ୍ୟୁରୋ : ଗଣତନ୍ତ୍ରର ମହାନ ପର୍ବରେ ନିଜର ମତାଧିକାର ସାବ୍ୟସ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନୂଆଦିଲ୍ଲୀର  ଡ. ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର ବୁଥରେ ପହଞ୍ଚି  ଭୋଟ ଦେଇଛନ୍ତି ରାଷ୍ଟ୍ରପତି । ମତଦାନ କରିବା ପରେ ବେଶ ଉତ୍ସାହିତ ଅଛନ୍ତି ଦ୍ରୌପଦୀ ମୁର୍ମୁ ।…

ଭୋଟ ଦେବା ପୂର୍ବରୁ ଧର୍ମେନ୍ଦ୍ରଙ୍କ ଦୃଢୋକ୍ତି । କହିଲେ, ଏଥର ଓଡିଶାରେ ବିଜେପି ସରକାର ହେବ’ ।

କନକ ବ୍ୟୁରୋ: ମତଦାନ ପୂର୍ବରୁ ମା’ ସମଲେଇଙ୍କ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ । କହିଲେ ,ମୋ ସୌଭାଗ୍ୟ ଅ।।ଜି ରାଜ୍ୟର ତୃତୀୟ ପର୍ଯ୍ୟାୟ ମତଦାନରେ ନିଜେ ଗୋଟିଏ ପକ୍ଷ ହୋଇଛି । ନିଜର ମତଦାନ ପୂର୍ବରୁ ମା’ ସମଲେଇଙ୍କ ଆଶୀର୍ବାଦ ଲୋକକଲ୍ୟାଣକାରୀ ହେବ । ଦେଶକୁ ଏକ ଶକ୍ତିଶାଳୀ ଦେଶ ଏବଂ…

ଲମ୍ବା ଧାଡିରେ ଛିଡା ହୋଇ ଭୋଟ ଦେଲେ ଅପରାଜିତା । କହିଲେ, ଅଧିକରୁ ଅଧିକ ଲୋକ ଭୋଟ ଦେବାକୁ ଆସୁଛନ୍ତି, ଏହା ଗଣତନ୍ତ୍ର…

କନକ ବ୍ୟୁରୋ : ଭୁବନେଶ୍ୱରରେ ଭୋଟ ଦେଲେ ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ନୟାପଲ୍ଲୀ ଏନ-୧ ୟୁପି ସ୍କୁଲର ୧୧୮ ନମ୍ବର ବୁଥରେ ପହଞ୍ଚି ଭୋଟ ଦେଇଛନ୍ତି ଅପରାଜିତା । ଲମ୍ବା ଲାଇନରେ ଛିଡା ହୋଇ ଅପରାଜିତା ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି । ଅପରାଜିତାଙ୍କ ସହ ବୁଥରେ ବିଜେପି…

ଲମ୍ବା ଲାଇନରେ ଛିଡା ହୋଇ ଭୋଟ ଦେଲେ ଭିକେ ପାଣ୍ଡିଆନ । କହିଲେ, ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ ଏବଂ ନିଜ ମନ…

କନକ ବ୍ୟୁରୋ : ଭୋଟ ଦେଲେ ଭିକେ ପାଣ୍ଡିଆନ । ସକାଳୁ ସକାଳୁ ବୁଥରେ ପହଞ୍ଚି ଭୋଟ ଦେଇଛନ୍ତି ବିଜେଡି ନେତା ପାଣ୍ଡିଆନ । ଲମ୍ବା ଧାଡିରେ ଲାଇନରେ ଛିଡା ହୋଇ ଭୋଟ ଦେଇଛନ୍ତି ବିଜେଡିର ଏହି ଷ୍ଟାର ପ୍ରଚାରକ । ୟୁନିଟ୍-୬ର ୪୪ ନମ୍ବର ବୁଥରେ ପହଞ୍ଚି ଭୋଟ ଦେଇଛନ୍ତି ପାଣ୍ଡିଆନ । ଭୋଟ ଦେବା ପରେ…