Daily Archives

June 22, 2024

ସ୍ନାନବେଦୀରେ ଚତୁର୍ଦ୍ଧାମୂରତି । ଦୁର୍ଲ୍ଲଭ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ ।

କନକ ବ୍ୟୁରୋ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିର ସ୍ନାନବେଦିରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ସ୍ନାନଯାତ୍ରା। ରତ୍ନବେଦୀରୁ ସ୍ନାନବେଦୀକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ମହାପ୍ରଭୁଙ୍କ ଏହି ମାନବୀୟ ଲୀଳା…

ରୟାଲ କଲେଜ ଅଫ୍ ସାଇନ୍ସ ଆଣ୍ଡ୍ ଟେକ୍ନୋଲୋଜି, ଭୁବନେଶ୍ଵର ତରଫରୁ କୃତି ଛାତ୍ରଛାତ୍ରୀମାନଙ୍କୁ ପଚାଶ ହଜାର ଟଙ୍କା…

କନକ ବ୍ୟୁରୋ : ଓଡିଶାର ସର୍ବପ୍ରଥମ ଓ ସଂପୂର୍ଣ ଆବାସିକ ମହାବିଦ୍ୟାଳୟ ରୟାଲ୍ କଲେଜ ଅଫ୍ ସାଇନ୍ସ ଆଣ୍ଡ୍ ଟେକ୍ନୋଲୋଜି, ବିଗତ ୧୯ ବର୍ଷ ପରି ଏ ବର୍ଷ ମଧ୍ୟ +୨ ବିଜ୍ଞାନ ପରୀକ୍ଷାରେ ସମଗ୍ର ରାଜ୍ୟରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିପାରିଛି । +୨ ବିଜ୍ଞାନ ପରୀକ୍ଷା ଫଳର ଉତ୍ତୀର୍ଣ ହାର ସମଗ୍ର…

କଂଗ୍ରେସ ଓ ମମତାଙ୍କ ମଧ୍ୟରେ ସୁଧୁରୁଛି ଅନ୍ତଃକନ୍ଦଳ । ୱାଏନାଡରେ ପ୍ରିୟଙ୍କା ଗାନ୍ଧୀଙ୍କ ପାଇଁ ପ୍ରଚାର କରିବେ ମମତା…

କନକ ବ୍ୟୁରୋ : କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ କେରଳର ୱାଏନାଡ ଲୋକସଭା ଆସନରୁ ନିର୍ବାଚନ ଲଢିବାକୁ ଯାଉଛନ୍ତି । ଏହି କ୍ରମରେ ସେ ନିର୍ବାଚନୀ ରାଜନୀତିରେ ପ୍ରବେଶ କରିବା ନେଇ ଔପଚାରିକ ଘୋଷଣା କରିଛନ୍ତି । ଏହାରି ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରିୟଙ୍କା…

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିଥିବା ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦିକ୍ଷୀତଙ୍କ ଦେହାନ୍ତ । ପ୍ରଧାନମନ୍ତ୍ରୀଙ୍କ ସମେତ…

କନକ ବ୍ୟୁରୋ : ଅଯୋଦ୍ଧାରେ ରାମମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦିକ୍ଷୀତଙ୍କ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁ ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦିକ୍ଷୀତ ଅନେକ ବର୍ଷ…

ଜଳସେଚନ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ । ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ରହିବା ସହ ଜଳସମ୍ପଦ ବିଭାଗର ବିଳମ୍ବିତ…

କନକ ବ୍ୟୁରୋ : ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜଳସେଚନ ବିଭାଗର ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ପରେ ବିଭାଗୀୟ ସଚିବ ଅନୁ ଗର୍ଗ କହିଛନ୍ତି, ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି । ଦୁର୍ବଳ ନଦୀ ବନ୍ଧ ଗୁଡିକ ଅଧିକ ସୁଦୃଢ କରିବା ଓ…

ତାତିରୁ ମିଳିଲା ଆଶ୍ୱସ୍ତି । ପାଣିପାଗ ବିଭାଗର ଆକଳନ, ଆଗାମୀ ୫ ଦିନ ଘଡଘଡି ସହ ହୋଇପାରେ ବର୍ଷା ।

କନକ ବ୍ୟୁରୋ : ତାତିରୁ ମିଳିଛି ଆଶ୍ୱସ୍ତି । ଗତ ୨ ଦିନ ହେବ ରାଜ୍ୟରେ ବର୍ଷା ସାଙ୍ଗକୁ କୋହଲା ପାଗ ତାତିରୁ ଆଶ୍ୱସ୍ତି ଆଣି ଦେଇଛି । ଗତ ୨୪ ଘଣ୍ଟାରେ ବୌଦ୍ଧରେ ସର୍ବାଧିକ ୧୦.୮ ସେମି ବର୍ଷା ରେକର୍ଡ କରାଯାଇଛି । ସେହିଭଳି ୮ ସହରରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଆଗାମୀ ୫ ଦିନ ଯାଏଁ…