ପେଟରେ ଚର୍ବି ଜମିବା ଆଜିକାଲି ପିଢ଼ିଙ୍କ ପାଇଁ ଏକ ସାଧାରଣ କଥା। ପେଟ ବଢ଼ି ଗଲେ ସମ୍ପୁର୍ଣ୍ଣ ଶରୀରର ଆକର୍ଷଣତା କମିଯାଏ। ଏହି ସମସ୍ୟା ଉଭୟ ପୁରୁଷ ଏବଂ ନାରୀଙ୍କ କ୍ଷେତ୍ରରେ ଦେଖିବାକୁ ମିଳୁଛି। ବହୁତ ଲୋକ ଏମିତି ବି ଅଛନ୍ତି ଶରୀର ଠିକ୍ ଥାଏ , ମାତ୍ର ପେଟ ବଡ଼ ହେତୁ ମୋଟା ଦିଶନ୍ତି। ଏପରି ସମସ୍ୟାର ସମାଧାନ ବି ଆମ ନିକଟରେ ଅଛି। କେବଳ ଆପଣ ମାଲିସ୍ କୌଶଳ ଶିଖି ଗଲେ ଘରେ ରହି ନିଜ ପେଟର ଚର୍ବି ଖସାଇ ପାରିବେ। ତେବେ, ଚାଲନ୍ତୁ ଜାଣିବା ରାତିରେ ପେଟ କମାଇବା ପାଇଁ କେଉଁ ଧରଣର ମାଲିସ୍ କରିବାକୁ ହେବ।
1.ପ୍ରଥମେ ଉପରକୁ ମୁହଁ କରି ଶୋଇ ରହନ୍ତୁ।
2.ତା’ପରେ ନିଜର ଦୁଇ ପାପୁଲିକୁ ଘସି ଘସି ଗରମ କରନ୍ତୁ।
3.ସେହି ଗରମ ପାପୁଲିକୁ ନିଜ ପେଟର ଅଗ୍ର ଭାଗରେ ରଖନ୍ତୁ।
4.ଧୀରେ ଧୀରେ ପେଟରେ ହାତକୁ ବୁଲାଇବା ଆରମ୍ଭ କରନ୍ତୁ।
5.ପେଟରେ ଧୀରେ ଧୀରେ ଚାପ ପକାନ୍ତୁ ।
6.ଏହିପରି ପ୍ରାୟ ୪ ରୁ ୫୦ ଥର କିମ୍ବା ୨ ମିନିଟ୍ ଧରି କରନ୍ତୁ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/12/05/2024-12-05t085615664z-9834a11b-9015-4cfe-ae63-b20008d51374.jpg)
/kanak/media/post_attachments/wp-content/uploads/2018/09/maxresdefault-14.jpg)
/kanak/media/post_attachments/wp-content/uploads/2018/09/massage-belly-fat-FI-800x419-300x157.jpg)