କନକ ବ୍ୟୁରୋ : ଆମେରିକାର ମେକ୍ସିକୋରେ ଭୟଙ୍କର ଦୁର୍ଘଟଣା । ଘାଟିରୁ ଯାତ୍ରୀବାହୀ ବସ୍ ଖସି ପଡିବାରୁ ୨୭ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୧୩ ପୁରୁଷ, ୧୩ ମହିଳା ଏବଂ ଜଣେ ଶିଶୁ ରହିଛନ୍ତି । ୧୭ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ଦୁର୍ଘଟଣାରେ ଓକ୍ସାକାର ରାଜ୍ୟପାଳ ଦୁଃଖ ପ୍ରକାଶ କରିଛନ୍ତି । ଘଟଣାସ୍ଥଳରେ ପହଞ୍ଚି ଏବଂ ଯାତ୍ରୀଙ୍କୁ ସାହାଯ୍ୟ କରିବା ପାଇଁ ରାଜ୍ୟପାଳ ବିଭିନ୍ନ ଏଜେନ୍ସିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଘାଟିରୁ ଖସିଲା ଯାତ୍ରୀବାହୀ ବସ୍, ୨୭ ମୃତ : ୧୭ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି
/kanak/media/post_attachments/wp-content/uploads/2023/07/ujkmh-jum.jpg)