କନକ ବ୍ୟୁରୋ : ଭୁବନେଶ୍ୱର ଏୟାରଫିଲ୍ଡ ଥାନା କେଳା ବସ୍ତିରେ ଜଘନ୍ୟକାଣ୍ଡ । ୩ ବର୍ଷର ଶିଶୁ କନ୍ୟାକୁ ତଣ୍ଟି କାଟି ହତ୍ୟା ଅଭିଯୋଗ । ଦୁଷ୍କର୍ମ ସହ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଏୟାରଫିଲ୍ଡ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ସେହି ବସ୍ତିର ଜଣେ ଯୁବକ ଏପରି କାଣ୍ଡ ଘଟଣାଇଥିବା ଜଣାପଡ଼ିଛି । ହେଲେ ଅଭିଯୁକ୍ତ ପଡୋଶୀ ସ୍ଥାନୀୟ ଲୋକଙ୍କୁ ଚକମା ଦେଇ ଫେରାର ହୋଇଯାଇଛି । ଅଭିଯୁକ୍ତକୁ ଧରିବା ପାଇଁ ସ୍ପେଶାଲ ସ୍କ୍ୱାଡ୍ ଓ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/11/child_rape.jpg)