କନକ ବ୍ୟୁରୋ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାର୍ଜସିଟ୍ ଦାଖଲ କଲା ଭିଜିଲାନ୍ସ । ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ । ଚାର୍ଜସିଟରେ ୯କୋଟି ୧୮ଲକ୍ଷ ୧୩ହଜାର ୭ଟଙ୍କା ବେଆଇନ ସମ୍ପତି ଥିବା ଉଲ୍ଲେଖ ରହିଛି ।
ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟରେ ଚାର୍ଜସିଟ ଦାଖଲ କରିଛି ଭିଜିଲାନ୍ସ । ଲୋକାୟୁକ୍ତଙ୍କ ଅନୁମତି ପରେ ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ । ଲୋକାୟୁକ୍ତଙ୍କ ନିର୍ଦ୍ଦେଶରେ ଗତ ୨୦୨୧ରେ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ ହୋଇଥିଲା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/04/35-8.jpg)