ଓଡିଶା ପାଇଁ ଖୁସି ଖବର... ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା । ରାଜ୍ୟରେ କରୋନାରୁ ଏକାଥରେ ସୁସ୍ଥ ହେଲେ ୩୩୪୩ କରୋନା ଆକ୍ରାନ୍ତ । ରାଜ୍ୟରେ ମୋଟ୍ ସୁସ୍ଥଙ୍କ ସଂଖ୍ୟା ୬୨ ହଜାର ୮୧୩କୁ ବୃଦ୍ଧି ।

Advertisment
ଓଡିଶା ପାଇଁ ଖୁସି ଖବର... ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା । ରାଜ୍ୟରେ କରୋନାରୁ ଏକାଥରେ ସୁସ୍ଥ ହେଲେ ୩୩୪୩ କରୋନା ଆକ୍ରାନ୍ତ । ରାଜ୍ୟରେ ମୋଟ୍ ସୁସ୍ଥଙ୍କ ସଂଖ୍ୟା ୬୨ ହଜାର ୮୧୩କୁ ବୃଦ୍ଧି ।

କନକ ବ୍ୟୁରୋ: ଓଡ଼ିଶା ପାଇଁ ଖୁସି ଖବର । ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା । ରାଜ୍ୟରେ ସୁସ୍ଥ ହେଲେ ୩୩୪୩ କରୋନା ଆକ୍ରାନ୍ତ । ତେବେ ସୁସ୍ଥଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୭୩୨, ସୁନ୍ଦରଗଡରୁ ୨୬୧, ଭଦ୍ରକ ୨୪୫, ଗଞ୍ଜାମ ୨୩୮, ରାୟଗଡାରୁ ୨୧୭, କଟକରୁ ୧୮୧, ବାଲେଶ୍ୱରରୁ ୧୫୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ତେବେ ନୂଆ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୬୨ ହଜାର ୮୧୩ ଜଣ ସୁସ୍ଥ ହୋଇ ସାରିଲେଣି ବୋଲି ଟ୍ୱିଟ୍ କରି ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe