ରାଜ୍ୟରେ ପଡୁଛି ଶେଷ ପର୍ଯ୍ୟାୟ ଭୋଟ୍ । ଦିନ ୧ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ ।

Advertisment
ରାଜ୍ୟରେ ପଡୁଛି ଶେଷ ପର୍ଯ୍ୟାୟ ଭୋଟ୍ । ଦିନ ୧ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ ।

କନକ ବ୍ୟୁରୋ: ରାଜ୍ୟରେ ପଡୁଛି ଶେଷ ପର୍ଯ୍ୟାୟ ଭୋଟ୍ । ଦିନ ୧ଟା ସୁଦ୍ଧା ରାଜ୍ୟରେ ହୋଇଛି ୩୭.୬୪ ପ୍ରତିଶତ ମତଦାନ । ବାଲେଶ୍ୱରରେ ୪୧.୪୪ ପ୍ରତିଶତ ମତଦାନ ହୋଇଥିବାବେଳେ ଭଦ୍ରକରେ ୩୪.୭୩% , , ଜଗତସିଂପୁରରେ ୩୬.୮୫%, ଯାଜପୁରରେ ୩୩.୯୬%, କେନ୍ଦ୍ରାପଡାରେ ୩୪.୪୫%, ମୟୂରଭଞ୍ଜରେ ୩୯.୬୫%, ମତଦାନ ହୋଇଛି  ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe