ଝାରସୁଗୁଡା: ବ୍ରଜରାଜନଗର ଅଂଚଳର ବିବାହିତା ମହିଳାଙ୍କୁ ଗଣଦୁଷ୍କର୍ମ ମାମଲାରେ ୪ ଗିରଫ

16

କନକ ବ୍ୟୁରୋ: ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ଥାନା ଅଂଚଳରେ ଜଣେ ବିବାହିତା ମହିଳାଙ୍କୁ ଗଣଦୁଷ୍କର୍ମ ମାମଲାରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅନ୍ୟପଟେ ଝାରସୁଗୁଡା ମେଡିକାଲରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର ହୋଇଥିବା ପୀଡିତାଙ୍କ ସ୍ୱାସ୍ଥ୍ୟରେ ସୁଧାର ଆସୁଥିବା ସୂଚନା ମିଳିଛି ।