କନକ ବ୍ୟୁରୋ : ଜଗତପୁର ପଟ୍ଟାମୁଣ୍ଡାଇ କେନାଲରେ ଭାସିଯାଇ ୩ ନିଖୋଜ । ବିଳମ୍ବିତ ରାତିରେ ଗାଧୋଇବା ସମୟରେ ବୁଡ଼ି ଯାଇଥିଲେ ୪ଜଣ । ଜଣେ ପହଁରି ପହଁରି କୂଳକୁ ଆସିଥିବା ବେଳେ ଅନ୍ୟ ୩ଜଣଙ୍କ ଏପର୍ଯ୍ୟନ୍ତ ପତ୍ତା ମିଳୁନି । ଉଦ୍ଧାର କାର୍ଯ୍ୟରେ ଓଡ୍ରାଫ, ଅଗ୍ନିଶମ ଓ ପୋଲିସ୍ ସାମିଲ ଅଛନ୍ତି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us