କନକ ବ୍ୟୁରୋ: ଉତ୍ତରାଖଣ୍ଡ ଉତ୍ତରକାଶୀରେ ଫସି ରହିଥିବା ଶ୍ରମିକଙ୍କୁ ଏ ଯାଏଁ ଉଦ୍ଧାର କରାଯାଇପାରିନାହିଁ । ଉଦ୍ଧାର ପାଇଁ ଅପରେସନ ଜିନ୍ଦଗୀ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି ସ୍ଥାନୀୟ ସରକାର । ଏଥିପାଇଁ ଅଷ୍ଟ୍ରେଲିଆର ଜଣେ ମାଇକ୍ରୋ ଟନେଲ ବିଶେଷଜ୍ଞ ଉତରକାଶୀ ପହଂଚିସାରିଛନ୍ତି । ଯୋଜନା ଅନୁସାରେ ଟନେଲ ଉପରୁ କଟାଯାଇ ଫସିଥିବା ଶ୍ରମିକଙ୍କୁ ଉଦ୍ଧାର କରାଯିବ । ଟନେଲ ଭିତରୁ ଶ୍ରମିକଙ୍କୁ ଏୟାରଲିଫି୍ଟ କରିିବାକୁ ଯୋଜନା ରହିଛି । ପ୍ଲାନ୍-ବି ପାଇଁ ରେଲୱେ ଓ ନରୱେର ଏକ୍ସପର୍ଟ ଟିମ୍ ମଧ୍ୟ କାମ କରୁଥିବା ଜଣାଯାଇଛି ।
      
          ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
      
    
  
  
 
  /kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg) 
   Follow Us
 Follow Us/kanak/media/post_attachments/wp-content/uploads/2023/11/7-19.jpg)