ଆନନ୍ଦପୁର ବ୍ଲକ ପୂର୍ବତନ ଅଧ୍ୟକ୍ଷଙ୍କୁ ହତ୍ୟା ମାମଲା । ୫ଜଣଙ୍କୁ ଫାଶୀ ଦଣ୍ଡ ଶୁଣାଇଲେ କୋର୍ଟ

ଆନନ୍ଦପୁର ବ୍ଲକ ପୂର୍ବତନ ଅଧ୍ୟକ୍ଷଙ୍କୁ ହତ୍ୟା ମାମଲା । ୫ଜଣଙ୍କୁ ଫାଶୀ ଦଣ୍ଡ ଶୁଣାଇଲେ କୋର୍ଟ

କନକ ବ୍ୟୁରୋ : ଆନନ୍ଦପୁର ପୂର୍ବତନ ବ୍ଲକ ଅଧ୍ୟକ୍ଷ ରାମଚନ୍ଦ୍ର ବେହେରାଙ୍କୁ ହତ୍ୟା ଘଟଣାରେ ଦଣ୍ଡବିଧାନ କରିଛନ୍ତି ଜିଲ୍ଲା ଦୌରାଜଜ୍ କୋର୍ଟ । ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୫ ଜଣ ଅଭିଯୁକ୍ତଙ୍କୁ କୋର୍ଟ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି ।

୨୦୧୯ ମାର୍ଚ୍ଚ ୨୫ ତାରିଖରେ ଘଟିଥିଲା ଏହି ହତ୍ୟାକାଣ୍ଡ । ଆନନ୍ଦପୁର ବ୍ଲକ ଧକୋଠା ଠାରେ ରାମଚନ୍ଦ୍ର ବେହେରାଙ୍କୁ କିଛି ଲୋକ ହତ୍ୟା କରିଥିଲେ । ଏହାପରେ ଦୀର୍ଘ ୬ ବର୍ଷ ହେବ କୋର୍ଟରେ ମାମଲା ଚାଲିଥିଲା । ଏହି ମାମଲାର ଶୁଣାଣି କରି କୋର୍ଟ ଆଜି ୫ଜଣ ଦୋଷୀଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe