କନକ ବ୍ୟୁରୋ : ମୋ ସରକାରରେ ଏକା ସଙ୍ଗରେ ୫ଟି ବିଭାଗ ସାମିଲ ହୋଇଛି । ଜଙ୍ଗଲ ଓ ପରିବେଶ ବିଭାଗ, ସୂଚନା ଓ ଲୋକସମ୍ପର୍କ ବିଭାଗ, କ୍ରୀଡା ଏବଂ ଯୁବ ବ୍ୟାପାର ବିଭାଗ, ସଂସ୍କୃତି ଏବଂ ପର୍ଯ୍ୟଟନ ବିଭାଗ, କୌଶଳ ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ମୋ ସରକାରରେ ସାମିଲ ହୋଇଛି ।
ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏବଂ ବିଭାଗୀୟ ମନ୍ତ୍ରୀଙ୍କ ଉପସ୍ଥିତିରେ ଏସବୁ ବିଭାଗ ମୋ ସରକାରରେ ସାମିଲ ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/10/naveen.png)