ଏକା ସାଙ୍ଗରେ ମୋ ସରକାରରେ ସାମିଲ ହେଲା ୫ ବିଭାଗ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହେଲା ସାମିଲ

ଜିଲ୍ଲାପାଳ ସମ୍ମିଳନୀ : ଲୋକସେବା ଭବନରେ ସମ୍ମିଳନୀକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

କନକ ବ୍ୟୁରୋ : ମୋ ସରକାରରେ ଏକା ସଙ୍ଗରେ ୫ଟି ବିଭାଗ ସାମିଲ ହୋଇଛି । ଜଙ୍ଗଲ ଓ ପରିବେଶ ବିଭାଗ, ସୂଚନା ଓ ଲୋକସମ୍ପର୍କ ବିଭାଗ, କ୍ରୀଡା ଏବଂ ଯୁବ ବ୍ୟାପାର ବିଭାଗ, ସଂସ୍କୃତି ଏବଂ ପର୍ଯ୍ୟଟନ ବିଭାଗ, କୌଶଳ ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ମୋ ସରକାରରେ ସାମିଲ ହୋଇଛି ।

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏବଂ ବିଭାଗୀୟ ମନ୍ତ୍ରୀଙ୍କ ଉପସ୍ଥିତିରେ ଏସବୁ ବିଭାଗ ମୋ ସରକାରରେ ସାମିଲ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe