କନକ ବ୍ୟୁରୋ: ରାଜ୍ୟ କ୍ୟାବିନେଟରେ ୧୫ ପ୍ରସ୍ତାବକୁ ମୋହର ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ସବୁ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । କଟକ ରିଂ ରୋଡ ୬ ଲେନ ବିଶିଷ୍ଟ ହେବ । ସେହିଭଳି ଓଡିଶା ଇଭି ପଲିସି-୨୦୨୧ରେ ସଂଶୋଧନକୁ କ୍ୟାବିନେଟ ମୋହର ମିଳିଛି । ବିଦ୍ୟୁତ ବଣ୍ଟନ କମ୍ପାନୀଙ୍କୁ ମିଳିବ ଆର୍ଥିକ ସହାୟତା । ଓବିସି କମିସନ ସଂଶୋଧନ ନେଇ ଆସିଲା ଅଧ୍ୟାଦେଶ । ଅବକାରୀ ସବ ଇନସପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସେହିଭଳି ଓଡିଶା ଜଙ୍ଗଲସେବା କ୍ୟାଡରର ପୁନଃଗଠନ ହେବ ।
ରାଜ୍ୟ କ୍ୟାବିନେଟରେ ୧୫ ପ୍ରସ୍ତାବକୁ ମୋହର। କଟକ ରିଂ ରୋଡ ୬ ଲେନ ବିଶିଷ୍ଟ ହେବ।
/kanak/media/post_attachments/wp-content/uploads/2023/04/14-20.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)