ରାଜ୍ୟ କ୍ୟାବିନେଟରେ ୧୫ ପ୍ରସ୍ତାବକୁ ମୋହର। କଟକ ରିଂ ରୋଡ ୬ ଲେନ ବିଶିଷ୍ଟ ହେବ।

Advertisment
ରାଜ୍ୟ କ୍ୟାବିନେଟରେ ୧୫ ପ୍ରସ୍ତାବକୁ ମୋହର। କଟକ ରିଂ ରୋଡ ୬ ଲେନ ବିଶିଷ୍ଟ ହେବ।

କନକ ବ୍ୟୁରୋ: ରାଜ୍ୟ କ୍ୟାବିନେଟରେ ୧୫ ପ୍ରସ୍ତାବକୁ ମୋହର ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ସବୁ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । କଟକ ରିଂ ରୋଡ ୬ ଲେନ ବିଶିଷ୍ଟ ହେବ । ସେହିଭଳି ଓଡିଶା ଇଭି ପଲିସି-୨୦୨୧ରେ ସଂଶୋଧନକୁ କ୍ୟାବିନେଟ ମୋହର ମିଳିଛି । ବିଦ୍ୟୁତ ବଣ୍ଟନ କମ୍ପାନୀଙ୍କୁ ମିଳିବ ଆର୍ଥିକ ସହାୟତା । ଓବିସି କମିସନ ସଂଶୋଧନ ନେଇ ଆସିଲା ଅଧ୍ୟାଦେଶ । ଅବକାରୀ ସବ ଇନସପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସେହିଭଳି ଓଡିଶା ଜଙ୍ଗଲସେବା କ୍ୟାଡରର ପୁନଃଗଠନ ହେବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe