କନକ ବ୍ୟୁରୋ: ବାଲେଶ୍ୱରରେ ପଞ୍ଚମ ରାଉଣ୍ଡ ଗଣତି ଶେଷ ହୋଇଥିବାର ସୂଚନା ମିଳିଛି। ଏହି ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ୫୩୫ ଭୋଟରେ ଆଗୁଆ ରହିଛନ୍ତି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ମୋଟ୍ ୩୨୦୬ ଭୋଟରେ ଆଗୁଆ ରହିଛନ୍ତି। ପଞ୍ଚମ ରାଉଣ୍ଡରେ ବିଜେଡିକୁ ୪୪୬୭ ଓ ବିଜେପିକୁ ୩୯୩୨ ଭୋଟ୍ ମିଳିଛି।
ସେହିପରି ବାଲେଶ୍ୱରରେ ଚତୁର୍ଥ ରାଉଣ୍ଡ ଗଣତି ଶେଷ ହୋଇଥିବାର ସୂଚନା ମିଳିଛି। ଏହି ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ୧୧୮୫ ଭୋଟରେ ଆଗୁଆ ରହିଛନ୍ତି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ମୋଟ୍ ୨୬୭୧ ଭୋଟରେ ଆଗରେ ଅଛନ୍ତି। ଚତୁର୍ଥ ରାଉଣ୍ଡରେ ବିଜେଡିକୁ ୪୦୭୯ଟି ଭୋଟ ମିଳିଥିବା ବେଳେ ବିଜେପିକୁ ୨୮୯୪ଟି ଭୋଟ ମିଳିଛି। ତୃତୀୟ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ୩୨୧୫ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ମାନସ ଦତ୍ତଙ୍କୁ ୨୮୯୪ଟି ଭୋଟ ଏବଂ କଂଗ୍ରେସକୁ ମିଳିଥିଲା ୩୨୫ଟି ଭୋଟ। ଏହି ରାଉଣ୍ଡରେ ବିଜେଡି ୩୧୬ ଭୋଟ ଆଗରେ ଥିଲା।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/11/24-13.jpg)
/kanak/media/post_attachments/wp-content/uploads/2020/11/19-7.jpg)