କନକ ବ୍ୟୁରୋ: ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି । ସର୍ଦ୍ଦାର ଉଦ୍ଦମ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ଘୋଷଣା କରାଯାଇଥିବା ବେଳେ ଅଲ୍ଲୁ ଅର୍ଜୁନ ପୁଷ୍ପା ପାଇଁ ଶ୍ରେଷ୍ଠ ଅଭିନେତା ବିବେଚିତ ହୋଇଛନ୍ତି । ଆଲିଆ ଭଟ୍ଟ, କ୍ରିତି ସାନନ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ଗଙ୍ଗୁବାଇ ପାଇଁ ଆଲିଆ, ମିମି ପାଇଁ କ୍ରିତିଙ୍କୁ ପୁରସ୍କାର ପାଇବେ । ରକେଟ୍ରୀକୁ ମିଳିଲା ଶ୍ରେଷ୍ଠ ଫିଚର ଫିଲ୍ମ ପୁରସ୍କାର ।
ସେହିପରି ‘ପ୍ରତୀକ୍ଷା’ ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ଭାବେ ବିବେଚିତ ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/08/21-8.jpg)