୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ପୁଷ୍ପା ପାଇଁ ଅଲ୍ଲୁ ଅର୍ଜୁନ ଶ୍ରେଷ୍ଠ ଅଭିନେତା

୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ପୁଷ୍ପା ପାଇଁ ଅଲ୍ଲୁ ଅର୍ଜୁନ ଶ୍ରେଷ୍ଠ ଅଭିନେତା

କନକ ବ୍ୟୁରୋ: ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି । ସର୍ଦ୍ଦାର ଉଦ୍ଦମ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ଘୋଷଣା କରାଯାଇଥିବା ବେଳେ ଅଲ୍ଲୁ ଅର୍ଜୁନ ପୁଷ୍ପା ପାଇଁ ଶ୍ରେଷ୍ଠ ଅଭିନେତା ବିବେଚିତ ହୋଇଛନ୍ତି । ଆଲିଆ ଭଟ୍ଟ, କ୍ରିତି ସାନନ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ଗଙ୍ଗୁବାଇ ପାଇଁ ଆଲିଆ, ମିମି ପାଇଁ କ୍ରିତିଙ୍କୁ ପୁରସ୍କାର ପାଇବେ । ରକେଟ୍ରୀକୁ  ମିଳିଲା ଶ୍ରେଷ୍ଠ ଫିଚର ଫିଲ୍ମ ପୁରସ୍କାର ।

 ସେହିପରି ‘ପ୍ରତୀକ୍ଷା’ ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ଭାବେ ବିବେଚିତ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe