ଟ୍ୱିନସିଟି ସମେତ ୭ ଜିଲ୍ଲାକୁ କାଳବୈଶାଖୀ ସତର୍କତା । ୩ ଘଂଣ୍ଟା ମଧ୍ୟରେ ବଜ୍ରପାତ ସହ ଝଡ଼ତୋଫାନ ଆଶଙ୍କା ।

Advertisment
ଟ୍ୱିନସିଟି ସମେତ ୭ ଜିଲ୍ଲାକୁ କାଳବୈଶାଖୀ ସତର୍କତା । ୩ ଘଂଣ୍ଟା ମଧ୍ୟରେ ବଜ୍ରପାତ ସହ ଝଡ଼ତୋଫାନ ଆଶଙ୍କା ।

କନକବ୍ୟୁରୋ: ଆଗାମୀ ୩ଘଂଣ୍ଟା ପାଇଁ ବଷା ସତର୍କତା ଜାରି କରିଛି ପାଣିପାଗ ବିଭାଗ । ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଟ୍ୱିନସିଟି ସମେତ ରାଜ୍ୟର ୭ଜିଲ୍ଲାରେ ବର୍ଷା ନେଇ ଆକଳନ କରାଯାଇଛି । ଭୁବନେଶ୍ୱର, କଟକ ସମେତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରେ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ତୋଫାନ ହେବାର ଆଶଙ୍କା ରହିଛି । ଏହି ସମୟରେ ପବନର ବେଗ ୩୦ରୁ ୪୦ କିଲୋମିଟର ରହିପାରେ । ତେଣୁ ବର୍ଷା ସମୟରେ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe