ଭୁବନେଶ୍ବର ନୀଳାଦ୍ରି ବିହାର ସ୍ଥିତ ଉତ୍କଳ ହସ୍ପିଟାଲରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ

Advertisment
ଭୁବନେଶ୍ବର ନୀଳାଦ୍ରି ବିହାର ସ୍ଥିତ ଉତ୍କଳ ହସ୍ପିଟାଲରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ

କନକ ବ୍ୟୁରୋ : ୭୫ ତମ ସାଧାରଣତନ୍ତ୍ର ଦିବସ ଅବସରରେ ଉତ୍କଳ ହସ୍ପିଟାଲ ପରିସରରେ ପତାକା ଉତ୍ତୋଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ହସ୍ପିଟାଲର ଡକ୍ଟର, ସ୍ଟାଫ, ରୋଗୀମାନଙ୍କ ପରିଜନମାନେ ଏବଂ ଅନେକ ଜନସାଧାରଣ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ହସ୍ପିଟାଲର ମ୍ୟାନେଜିଙ୍ଗ ଡିରେକ୍ଟର,ଡକ୍ଟର ପ୍ରଜ୍ଞାନ ରଞ୍ଜନ ଘଡାଇ ଉପସ୍ଥିତ ଜନସାଧାରଣ ଏବଂ କର୍ମଚାରୀ ମାନଙ୍କୁ ଉଦବୋଧନ ଦେଇ ଜନସାଧାରଣଙ୍କର ସେବାରେ ବ୍ରତୀ ହେବା ପାଇଁ କହିଥିଲେଏବଂ ଦେଶର ସେବା ପାଇଁ ନିଜକୁ ଉତ୍ସର୍ଗୀକୃତ କରିବା ପାଇଁ ପ୍ରବର୍ତ୍ତାଇ ଥିଲେ। ଏହି ଅବସରରେ ମିଷ୍ଟାନ ବଣ୍ଟନ କରଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe