୮ଟି ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ଅନୁମୋଦନ । ରାଜ୍ୟ ବଜେଟର ପରିମାଣ ୧ ଲକ୍ଷ ୭୦ ହଜାର କୋଟି ସୂଚନା

Advertisment
ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ଉପରେ ଗୁରୁତ୍ୱ  । ମେ’ ୧୫ରୁ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ 

କନକ ବ୍ୟୁରୋ : କ୍ୟାବିନେଟ ବୈଠକରେ ୮ଟି ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଛି । ୧୨୪୨ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ । ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ମାଧ୍ୟମରେ ପ୍ରକଳ୍ପକୁ ଅନୁମତି ମିଳିଛି । ପ୍ରକଳ୍ପ ଯୋଗୁଁ ରାଜ୍ୟର ୩୧୩୫ ଜଣଙ୍କୁ ନିଯୁକ୍ତି ମିଳିବ ।

ଏହାସହ ଆଜି ଶେଷ ହୋଇଛି କ୍ୟାବିନେଟ ବୈଠକ । ବଜେଟର ପରିମାଣ ୧ ଲକ୍ଷ ୭୦ ହଜାର କୋଟି ସୂଚନା ମିଳିଛି । ବଜେଟ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଆସନ୍ତା ୨୨ରେ ଉପସ୍ଥାପନ ହେବ ରାଜ୍ୟ ବଜେଟ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe