କନକ ବ୍ୟୁରୋ: ରେଳପଥ ସଂଯୋଗୀକରଣ ଦାବିରେ ୧୨ ଘଣ୍ଟିଆ କନ୍ଧମାଳ ବନ୍ଦ ପାଳନ । କନ୍ଧମାଳ ବିକାଶ ପରିଷଦ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ସହରରେ ଦୋକାନ ବଜାର ବନ୍ଦ ରହିଛି । ଯାନବାହାନ ଚଳାଚଳ ମଧ୍ୟ ବନ୍ଦ ରହିଛି । ଗୋପାଳପୁର-ସମ୍ବଲପୁର-ଫୁଲବାଣୀ ରେଳ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅର୍ଥ ମଞ୍ଜୁର ସତ୍ୱେ ରାଜ୍ୟ ସରକାରଙ୍କ ଅଧିନ ସର୍ଭେ ସଂସ୍ଥା ଶେଷ ପର୍ଯ୍ୟାୟ ସର୍ଭେ ବେଳେ ପୂର୍ବ ମାନଚିତ୍ରକୁ ପରିବର୍ତନ କରି ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି । ଯେଉଁଥିରେ ଫୁଲବାଣୀକୁ ବାଦ୍ ପକାଇବା ଦୁର୍ଭାଗ୍ୟଜନକ ବୋଲି ଅଭିଯୋଗ ହୋଇଛି ।
ରେଳପଥ ସଂଯୋଗୀକରଣ ଦାବିରେ ୧୨ ଘଣ୍ଟିଆ କନ୍ଧମାଳ ବନ୍ଦ ପାଳନ । କନ୍ଧମାଳ ବିକାଶ ପରିଷଦ ପକ୍ଷରୁ ବନ୍ଦ ଡାକରା ।
/kanak/media/post_attachments/wp-content/uploads/2023/11/vlcsnap-2023-11-10-10h58m46s636.png)
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)