କନକ ବ୍ୟୁରୋ : ଭୁବନେଶ୍ୱର ଅଧରାତିରେ ର୍ମମନ୍ତୁଦ ସଡକ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି । ଦୁଇଟି କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି । ୨ ଜଣ ଗୁରୁତରଙ୍କୁ ମେଡିକାଲରେ ଭର୍ତି କରାଯାଇଛି । ଦ୍ରୁତଗତିରେ କାର ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଛି ।publive-image

Advertisment

ପୁଲିସ ୨ଟି କାର ଜବତ କରିଛି, ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ । ଅନ୍ୟପଟେ ସିସିଟିଭି ଫୁଟେଜ ଆଧାରରେ ଚନ୍ଦ୍ରଶେଖରପୁର ପୁଲିସ ଛାନଭିନ ଆରମ୍ଭ କରିଛି ।