କଟକରେ ରାସ୍ତାଉପରେ କଲେଜ ଛାତ୍ରୀଙ୍କୁ ଯୁବକର ଛୁରାମାଡ, ଛାତ୍ରୀଙ୍କ ହାତ ଓ ଗୋଡରେ କ୍ଷତ।

କଟକରେ ରାସ୍ତାଉପରେ କଲେଜ ଛାତ୍ରୀଙ୍କୁ ଯୁବକର ଛୁରାମାଡ, ଛାତ୍ରୀଙ୍କ ହାତ ଓ ଗୋଡରେ କ୍ଷତ।

କନକ ବ୍ୟୁରୋ: କଟକରେ କଲେଜ ଛାତ୍ରୀଙ୍କୁ ଯୁବକର ଛୁରାମାଡ । ପ୍ରତାପନଗରୀ ନିକଟରେ କଲେଜ ଛାତ୍ରୀଙ୍କୁ ଆକ୍ରମଣ କରାଯାଇଛି । ବସରେ ଫେରିବା ବେଳେ ଆକ୍ରମଣ କରିଥିଲେ ଜଣେ ଯୁବକ । ଛାତ୍ରୀଙ୍କ ହାତ ଓ ଗୋଡରେ କ୍ଷତ ଚିହ୍ନ ଥିବା ବେଳେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି । ଏନେଇ ଥାନାରେ ମାମଲା ରୁଜୁ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe