କନକ ବ୍ୟୁରୋ : ଯାଜପୁର ରୋଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଏକ ଟ୍ରକ୍ ସହ ଧକ୍କା ହେବା ଫଳରେ ୩ ଜଣ ବାଇକ ଆରୋହୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି । କଳିଙ୍ଗନଗର ଜିନ୍ଦଲ କାରଖାନା ମୁଖ୍ୟ ଫାଟକ ନିକଟରେ ଘଟିଛି ଏଭଳି ଦୁର୍ଘଟଣା । ସୂଚନା ପାଇବା ପରେ ସ୍ଥାନୀୟ ପୋଲିସ ଦୁର୍ଘଟଣାସ୍ଥଳରେ ପହଂଚି ଶବଗୁଡିକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ କରୁଛି ।
ଯାଜପୁର ରୋଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକ୍ ସହ ପିଟି ହୋଇ ୩ ବାଇକ ଆରୋହୀ ମୃତ
/kanak/media/post_attachments/wp-content/uploads/2024/03/Capture-25.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)