କନକ ବ୍ୟୁରୋ : ଯାଜପୁର ରୋଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଏକ ଟ୍ରକ୍ ସହ ଧକ୍କା ହେବା ଫଳରେ ୩ ଜଣ ବାଇକ ଆରୋହୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି । କଳିଙ୍ଗନଗର ଜିନ୍ଦଲ କାରଖାନା ମୁଖ୍ୟ ଫାଟକ ନିକଟରେ ଘଟିଛି ଏଭଳି ଦୁର୍ଘଟଣା । ସୂଚନା ପାଇବା ପରେ ସ୍ଥାନୀୟ ପୋଲିସ ଦୁର୍ଘଟଣାସ୍ଥଳରେ ପହଂଚି ଶବଗୁଡିକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ କରୁଛି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us