କନକ ବ୍ୟୁରୋ: ଢେଙ୍କାନାଳ କଣ୍ଟାବଣିଆ ଟାଟା ଷ୍ଟିଲରେ ଅଘଟଣ । ବ୍ଲାଷ୍ଟ ଫର୍ଣ୍ଣେସରୁ ହେଲା ଗ୍ୟାସ ଲିକ । ୧୭ ଶ୍ରମିକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଆହତଙ୍କ ସଂଖ୍ୟା ବଢିପାରେ ବୋଲି ମଧ୍ୟ କୁହାଯାଉଛି । କିଛି ଗୁରୁତରଙ୍କୁ କଟକ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।