ଭୁବନେଶ୍ୱର ବ୍ୟୁରୋ , କନକ ନ୍ୟୁଜ୍ : ଶୁକ୍ରବାର ମଧ୍ୟ ରାତ୍ରିରେ ତମାଣ୍ଡୋ ଓଭରବ୍ରିଜ ଉପରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏଥିରେ ୩ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ଭାବେ ଆହତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତି ହୋଇଛନ୍ତି ।
Kanak News is now on WhatsApp
Join and get latest news updates delivered to you via WhatsApp
ଗତକାଲି ରାତିରେ ଖୋର୍ଦ୍ଧା ଆଡକୁ ଯାଉଥିବା ଏକ ଗଂଜେଇ ବୋଝେଇ ସ୍କର୍ପିଓ ଡିଭାଇଡର ଡେଇଁ ବିପରୀତ ଦିଗରୁ ଆସୁଥିବା ଏକ ଫୋର୍ଡ ଫିଗୋ କାରକୁ ଧକ୍କା ଦେଇଥିଲା । ଏଥିରେ କାରରେ ଥିବା ୩ ଜଣଙ୍କର ମୃତ୍ୟୁ ହୋଇଛି ।
ଏହାସହ ଦେଖନ୍ତୁ ଏହି ଭିଡିଓ –