ଦିଗପହଣ୍ଡିରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର । ୪ ମୃତ, ୨୦ ଜଣ ଆହତ ।

234

କନକ ବ୍ୟୁରୋ: ଗଂଜାମ ଜିଲ୍ଲା ଦିଗପହଣ୍ଡିରେ ମର୍ମନ୍ତୁଦ ଦୁର୍ଘଟଣା । ଛଣା ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର । ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତ ଆହତଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତି କରାଯାଇଛି । ତୁମ୍ୱାରୁ ପଂଚାୟତ ଅଫିସରୁ ଚାଉଳ ନେଇ ଫେରିବା ସମୟରେ, ଛଣା ଗାଁ ପାଖରେ ଦୁର୍ଘଟଣାର ଶିକାର ହୋଇଥିଲା ।