ମାର୍ଚ୍ଚ ପହିଲାରୁ ରାଜ୍ୟର ପଶ୍ଚିମା ଝଡର ପ୍ରଭାବ: ପାଣିପାଗ ବିଭାଗର ଆକଳନ, ଉପରମୁହାଁ ହେବ ପାରଦ

Advertisment
ମାର୍ଚ୍ଚ ପହିଲାରୁ ରାଜ୍ୟର ପଶ୍ଚିମା ଝଡର ପ୍ରଭାବ: ପାଣିପାଗ ବିଭାଗର ଆକଳନ, ଉପରମୁହାଁ ହେବ ପାରଦ

କନକ ବ୍ୟୁରୋ: ମାର୍ଚ୍ଚ ପହିଲାରୁ ରାଜ୍ୟର ପଶ୍ଚିମା ଝଡର ପ୍ରଭାବ ଦେଖାଯିବ । ପାଣିପାଗ ବିଭାଗର ଆକଳନ ଅନୁସାରେ ଉପରମୁହାଁ ହେବ ପାରଦ । ଉଭୟ ଦିନ ଓ ରାତିରେ ତାପମାତ୍ରା ବୃଦ୍ଧି ପାଇବ । ଆଗାମୀ ୪ ଦିନ ଯାଏଁ ପ୍ରାୟ ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା । ୪୦ ଡିଗ୍ରୀ ତାତିରେ ଆଉଟ ପାଉଟ ହେବ ଓଡିଶା । ତେବେ ମାର୍ଚ୍ଚ ମାସ ଆରମ୍ଭରୁ ଏଭଳି ତାପମାତ୍ରା ବୃଦ୍ଧି ରାଜ୍ୟବାସୀଙ୍କୁ ଚିନ୍ତାରେ ପକାଇ ଦେଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe