କନକ ବ୍ୟୁରୋ: ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଳାନ୍ତ ଦାସଙ୍କର ପରଲୋକ ହୋଇଛି । ଲିଭର ଜନିତ ସମସ୍ୟା ନେଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଥିବାବେଳେ ତାଙ୍କର ପରଲୋକ ହୋଇଛି । କଟକ ସତୀଚଉରାରେ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି ।
ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଳାନ୍ତ ଦାସଙ୍କର ଦେହାନ୍ତ । ଲିଭର ଜନିତ ସମସ୍ୟା ନେଇ ଚିକିତ୍ସାଧିନ ଥିଲେ ।
/kanak/media/post_attachments/wp-content/uploads/2023/01/111111111-2.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)