ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଳାନ୍ତ ଦାସଙ୍କର ଦେହାନ୍ତ । ଲିଭର ଜନିତ ସମସ୍ୟା ନେଇ ଚିକିତ୍ସାଧିନ ଥିଲେ ।

650

କନକ ବ୍ୟୁରୋ: ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଳାନ୍ତ ଦାସଙ୍କର ପରଲୋକ ହୋଇଛି । ଲିଭର ଜନିତ ସମସ୍ୟା ନେଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଥିବାବେଳେ ତାଙ୍କର ପରଲୋକ ହୋଇଛି ।  କଟକ ସତୀଚଉରାରେ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି ।