କନକ ବ୍ୟୁରୋ : ସୁପ୍ରିମକୋର୍ଟ ଯିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଅନୁଭବ କରିଥିବା ମାମଲାର ସ୍ଥାନାନ୍ତର ପାଇଁ ବର୍ଷା ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହେବେ । ଏନେଇ ବର୍ଷାଙ୍କ ଓକିଲ ସୂଚନା ଦେଇଛନ୍ତିି । ପଟିଆଲା ହାଉସ କୋର୍ଟରେ ଛାଡପତ୍ର ଆବେଦନ କରିଛନ୍ତି ଅନୁଭବ ।
ପତ୍ନୀଙ୍କ ଆଚରଣକୁ ନେଇ ଅସନ୍ତୁଷ୍ଟ ଅନୁଭବ, ଛାଡପତ୍ର ପାଇଁ କୋର୍ଟରେ ୪୭ ପୃଷ୍ଠାର ଏକ ପିଟିସନ ଦାଖଲ କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/09/20-5.jpg)