ସୁପ୍ରିମକୋର୍ଟ ଯିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଦିଲ୍ଲୀରେ ଅନୁଭବ କରିଥିବା ମାମଲାର ସ୍ଥାନାନ୍ତର ପାଇଁ କରିବେ ଆବେଦନ : ସୂଚନା ଦେଲେ ବର୍ଷାଙ୍କ ଓକିଲ

588

କନକ ବ୍ୟୁରୋ : ସୁପ୍ରିମକୋର୍ଟ ଯିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଅନୁଭବ କରିଥିବା ମାମଲାର ସ୍ଥାନାନ୍ତର ପାଇଁ ବର୍ଷା ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହେବେ । ଏନେଇ ବର୍ଷାଙ୍କ ଓକିଲ ସୂଚନା ଦେଇଛନ୍ତିି । ପଟିଆଲା ହାଉସ କୋର୍ଟରେ ଛାଡପତ୍ର ଆବେଦନ କରିଛନ୍ତି ଅନୁଭବ ।

ପତ୍ନୀଙ୍କ ଆଚରଣକୁ ନେଇ ଅସନ୍ତୁଷ୍ଟ ଅନୁଭବ, ଛାଡପତ୍ର ପାଇଁ କୋର୍ଟରେ ୪୭ ପୃଷ୍ଠାର ଏକ ପିଟିସନ ଦାଖଲ କରିଛନ୍ତି ।

Comments are closed.